• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

by Voice of Victims
January 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା ।  ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କା ପୁରସ୍କାର । ଝାଡ଼ଖଣ୍ଡର ସବୁଠାରୁ ଦୁର୍ଦ୍ଦାନ୍ତ ମାଓବାଦୀ ଥିଲା ଘାସିରାମ।

ଝାଡ଼ଖଣ୍ଡ ଅନ୍ତର୍ଗତ ଚାଇବାସାର ସରଣ୍ଡା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି । CRPF ର କୋବ୍ରା ଯବାନ, ଝାଡ଼ଖଣ୍ଡ ପୋଲିସର ମିଳିତ ଅପରେସନରେ ଏହି ସଫଳତା ମିଳିଛି। ଅଧିକ ମାଓବାଦୀ ମୃତାହତ ନେଇ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Post Views: 17
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In