• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆକ୍ସନ ମୋଡରେ ଜିଲ୍ଲା ଶିକ୍ଷାଧିକାରୀ, ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

by Voice of Victims
January 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆକ୍ସନ ମୋଡରେ ଜିଲ୍ଲା ଶିକ୍ଷାଧିକାରୀ, ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

ପୁରୀ: ଆକ୍ସନ ମୋଡରେ ଜିଲ୍ଲା ଶିକ୍ଷାଧିକାରୀ । ପୁରୀ ଜିଲ୍ଲାର ୭୨ ଜଣ ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଏକ ମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା ହୋଇପାରିବ ସେନେଇ ଜିଲ୍ଲାର ସମସ୍ତ ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରିବା ଲାଗି ନିର୍ଦେଶନାମା ଜାରି କରାଯାଇଥିଲା ।

ବଜ୍ରପାତ ସଚେତନତା ପାଇଁ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ୨ହଜାର ଟଙ୍କା ଏବଂ ସାପକାମୁଡା ସଚେତନତା ଲାଗି ଜିଲ୍ଲାର ସମସ୍ତ ସ୍କୁଲକୁ ୨ହଜାର ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା । ତେବେ ଏହି ସଚେତନତା କାର୍ଯ୍ୟକ୍ରମର ଖର୍ଚ୍ଚର ହିସାବ ନଦେଇପାରିବାରୁ ୭୨ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ଏକମାସର ବନ୍ଦ ପାଇଁ ଚିଠି ହୋଇଛି । ବଜ୍ରପାତ ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୮ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ଏବଂ ସାପକାମୁଡା ଲାଗି ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୪ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ
  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In