• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଟକରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍, ଦିନ ୨ଟା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

by Voice of Victims
January 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କଟକରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍, ଦିନ ୨ଟା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

କଟକ: କଟକରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଉପରାଷ୍ଟ୍ରପତି । ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ପୈତୃକ ନିବାସ ଜାନକୀନାଥ ଭବନରେ ପହଞ୍ଚି ନେତାଜୀ ସୁବାସ ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଭିନ୍ନ ପ୍ରଦର୍ଶନୀ ବୁଲି ଦେଖିଛନ୍ତି ।

ଉପରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦିନ ୨ଟା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ପାଇଁ କଟକଣା ରହିଛି । ଭିଭିଆଇପିଙ୍କ କଟକ ଗସ୍ତ ପାଇଁ ଭୁବନେଶ୍ବରରୁ କଟକ ଯାଏ ଟ୍ରାଫିକ କଟକଣା ଲଗାଯାଇଛି । ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In