• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ଆରମ୍ଭ ଓଜେଇଇ ଆବେଦନ, ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ସକ୍ରିୟ ରହିବ

by Voice of Victims
January 28, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆଜିଠୁ ଆରମ୍ଭ ଓଜେଇଇ ଆବେଦନ, ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ସକ୍ରିୟ ରହିବ

ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ପାଇଁ ପଞ୍ଜୀକରଣ ଆରମ୍ଭ । OJEE -୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ସକ୍ରିୟ ରହିବ । ମେ ୪ରୁ ୯ ଯାଏ ପରୀକ୍ଷା ହେବ ।  ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ (ସିବିଟି) ମୋଡ୍ରେ ପରୀକ୍ଷା ହେବ । ଆବେଦନକାରୀମାନେ ଓଜେଇଇର ଆପରେ ସମସ୍ତ ସୂଚନା ପାଇପାରିବେ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀମାନେ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ojee.nic.in ମାଧ୍ୟମରେ ଆବେଦନ କରିପାରିବେ।

ଅଧିକାରୀମାନେ କହିଛନ୍ତି ଯେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) କମିଟି ବୁଧବାର, ଜାନୁଆରୀ ୨୮ ତାରିଖରୁ OJEE ୨୦୨୬ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। କମିଟି ସ୍ପଷ୍ଟ କରିଛି ଯେ ତାରିଖଗୁଡ଼ିକ ଅସ୍ଥାୟୀ ଏବଂ ଚୂଡ଼ାନ୍ତ ପରୀକ୍ଷା ସମୟସାରଣୀ ଖୁବ୍ ଶୀଘ୍ର ସରକାରୀ ୱେବସାଇଟରେ ପ୍ରକାଶିତ ହେବ।

Post Views: 15
Share199Tweet124Send
Voice of Victims

Voice of Victims

Recent Posts

  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା
  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In