• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଫେବୃଆରୀ ୧୭ରୁ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ: ୨୦ ରେ ଆଗତ ହେବ ବଜେଟ

by Voice of Victims
January 30, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଫେବୃଆରୀ ୧୭ରୁ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ: ୨୦ ରେ ଆଗତ ହେବ ବଜେଟ

ଭୁବନେଶ୍ଵର: ଚଳିତ ବର୍ଷ ଫେବୃଆରୀ ୧୭ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏପ୍ରିଲ ୮ ତାରିଖ ଯାଏଁ ଏହି ବଜେଟ ଅଧିବେଶନ ଚାଲିବ। ତେବେ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବୃଆରୀ ୨୦ ତାରିଖରେ ଆର୍ଥିକ ବର୍ଷ ୨୦୨୬-୨୭ ର ବଜେଟ ଆଗତ ହେବ। ପ୍ରଥମ ଦିନ ଗୃହରେ ରାଜ୍ୟପାଳ ଅଭିଭାଷଣ ରଖିବେ।

ଚଳିତ ବର୍ଷ ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ମାର୍ଚ୍ଚ ୩୧ ତାରିଖ ଦିନ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ।

Post Views: 17
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In