• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ

by Voice of Victims
February 5, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ଆଇଏଏସ ସ୍ତରରେ ବଡ଼ ଅଦଳବଦଳ ।  ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କୁ ଷ୍ଟିଲ ଓ ମାଇନ୍ସ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି ।  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।  ସେହିପରି ଜଳସଂପଦ ବିଭାଗର ପ୍ରମୁଖ ସଚିବ ହେଲେ ଶୁଭା ଶର୍ମା ।  ମୃଣାଳିନୀ ଦର୍ସୱାଲଙ୍କୁ ମହିଳା ଓ ଶିଶୁ ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି ।  ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ ମିଳିଛି ।  ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ ସୁରେନ୍ଦ୍ର କୁମାର ।

କେବିକେ ଅତିରିକ୍ତ ଦାୟିତ୍ବ ତୁଲାଇବେ ବିଷ୍ଣୁପଦ ସେଠୀ ।  ପରିବହନ କମିଶନର ଉଷା ପାଢ଼ୀଙ୍କୁ ଇଡକୋ ଅଧ୍ୟକ୍ଷ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।  ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି । ସୁରେଶ କୁମାର ବଶିଷ୍ଠ ହେଲେ ସାମାଜିକ ସୁରକ୍ଷା ଓ ସଶକ୍ତ ବିଭାଗର ପ୍ରମୁଖ ସଚିବ ।  ଏନବିଏସ ରାଜପୁତ ହେଲେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ।  OSRTC ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ।  ଗିରୀଶ ଏସଏନଙ୍କୁ ଓଏମସି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି ।

Post Views: 19
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In