• About Us
  • Contact Us
Monday, February 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୁନପୁରରୁ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ବିଶାଖାପାଟଣା ଯିବା ବେଳେ ଆନ୍ଧ୍ରପ୍ରଦେଶ ନନ୍ଦିଗ୍ରାମରେ ଦୁର୍ଘଟଣା ହୋଇଥିଲା ।

ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • କେନ୍ଦ୍ରୀୟ ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ: ଧର୍ମେନ୍ଦ୍ର ପ୍ରଧାନ
  • ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଏହି ୧୦ ଟି ଟ୍ରେନର ଟିକେଟ୍ ଭଡ଼ା ହେବ ଶସ୍ତା
  • କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ, ଦଳବିରୋଧ କାର୍ଯ୍ୟ ପାଇଁ ନିଲମ୍ବିତ
  • ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ସମସ୍ତେ ଡାକ୍ତରଖାନାରେ ଭର୍ତ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In