• About Us
  • Contact Us
Tuesday, February 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍, ଅଳ୍ପେକେ ବଞ୍ଚିଗଲେ ଡ୍ରାଇଭର

by Voice of Victims
February 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍, ଅଳ୍ପେକେ ବଞ୍ଚିଗଲେ ଡ୍ରାଇଭର

ଭୁବନେଶ୍ବର: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା କାର ।

ତଳେ ଥିବା ଗଛରେ ପିଟି ହୋଇ ଏକ ଘର ଉପରକୁ ଛିଟିକି ପଡ଼ିଥିଲା କାର । ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ ଚାଳକ ଓ ଘରେ ଥିବା ଲୋକେ । ସକାଳୁ ସକାଳୁ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି
  • ପାକିସ୍ତାନକୁ ବଡ଼ ଝଟକା ଦେଲା ଆଇସିସି: ପ୍ରତ୍ୟାଖ୍ୟାନ କଲା ସମସ୍ତ ଦାବି
  • ଧାନ କିଣାରେ ଅବ୍ୟବସ୍ଥା, ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା
  • ବଳଭଦ୍ରପୁର ଯୁବକ ସଙ୍ଘ ଆନୁକୂଲ୍ୟରେ ମାଗଣା ଫିଜିଓଥେରାପି ଶିବିର ଅନୁଷ୍ଠିତ
  • ପତଞ୍ଜଳି ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In