• About Us
  • Contact Us
Tuesday, February 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ବଢିବ ରାତି ତାପମାତ୍ରା, ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ

by Voice of Victims
February 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
୧୪ ଯାଏଁ ଢ଼ାଙ୍କିବ କୁହୁଡ଼ି

ଭୁବନେଶ୍ବର: ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ ।

ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ। ସେହିଭଳି ୧୨ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Post Views: 15
Share197Tweet123Send
Voice of Victims

Voice of Victims

Recent Posts

  • ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି
  • ପାକିସ୍ତାନକୁ ବଡ଼ ଝଟକା ଦେଲା ଆଇସିସି: ପ୍ରତ୍ୟାଖ୍ୟାନ କଲା ସମସ୍ତ ଦାବି
  • ଧାନ କିଣାରେ ଅବ୍ୟବସ୍ଥା, ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା
  • ବଳଭଦ୍ରପୁର ଯୁବକ ସଙ୍ଘ ଆନୁକୂଲ୍ୟରେ ମାଗଣା ଫିଜିଓଥେରାପି ଶିବିର ଅନୁଷ୍ଠିତ
  • ପତଞ୍ଜଳି ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In