• About Us
  • Contact Us
Wednesday, February 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଲାଙ୍ଗିର SDJM କୋର୍ଟରେ ଆଇଟମ ଗାର୍ଲ ନିଶା ମହାରଣା, ଅଶ୍ଳୀଳ ନୃତ୍ୟ ମାମଲାରେ କଲେ ଆତ୍ମ ସମର୍ପଣ

by Voice of Victims
February 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବଲାଙ୍ଗିର SDJM କୋର୍ଟରେ ଆଇଟମ ଗାର୍ଲ ନିଶା ମହାରଣା, ଅଶ୍ଳୀଳ ନୃତ୍ୟ ମାମଲାରେ କଲେ ଆତ୍ମ ସମର୍ପଣ

ବଲାଙ୍ଗିର: ବଲାଙ୍ଗିର SDJM କୋର୍ଟରେ ହାଜର ହେଲେ ଆଇଟମ ଗାର୍ଲ ନିଶା ମହାରଣା ।  ଅଶ୍ଳୀଳ ନୃତ୍ୟ ମାମଲାରେ କୋର୍ଟରେ ସରେଣ୍ଡର କଲେ ନିଶା ମହାରଣା ।  ହାଇକୋର୍ଟ ତାଙ୍କୁ ଆଗୁଆ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଥିଲେ । ଏଥିସହ ବଲାଙ୍ଗୀର କୋର୍ଟରେ ହାଜର ନେଇ ନିର୍ଦ୍ଦେଶ ଦେଇଥିଲେ ।  ବଲାଙ୍ଗୀର ଚନ୍ଦନଭାଟି ଗାଁରେ ଜାନୁଆରୀ ୧୨ରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ନେଇ ଅଭିଯୋଗ ହୋଇଥିଲା । 

ଏନେଇ ୧୪ରେ ବଲାଙ୍ଗିର ସଦର ଥାନା ପୋଲିସ ମାମଲା ରୁଜୁ ହୋଇଥିଲା । ୧୫ରେ ଯାତ୍ରା ଆୟୋଜକ କମିଟି ସଭାପତି ଓ ସମ୍ପାଦକକୁ ପୋଲିସ କୋର୍ଟଚାଲାଣ କରିଥିଲା ସଦର ପୋଲିସ ।

Post Views: 15
Share198Tweet124Send
Voice of Victims

Voice of Victims

Recent Posts

  • ଭାରତ କିଣିବ ୧୧୪ଟି ରାଫେଲ୍ ବିମାନ, ଏହି ସପ୍ତାହରେ ଚୁକ୍ତିକୁ ମିଳିପାରେ ଅନୁମୋଦନ
  • ପୁଣି ମଣିପୁରରେ ଉତ୍ତେଜନା, ୫ ଦିନ ପାଇଁ ବନ୍ଦ କରାଯାଇଛି ଇଣ୍ଟରନେଟ୍ ସେବା
  • ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍
  • ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଜରୁରୀକାଳୀନ ଚିକିତ୍ସା ସେବାକୁ କରିବ ଅଧିକ ସୁଦୃଢ଼
  • ବଲାଙ୍ଗିର SDJM କୋର୍ଟରେ ଆଇଟମ ଗାର୍ଲ ନିଶା ମହାରଣା, ଅଶ୍ଳୀଳ ନୃତ୍ୟ ମାମଲାରେ କଲେ ଆତ୍ମ ସମର୍ପଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In