• About Us
  • Contact Us
Monday, June 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

by Voice of Victims
February 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

କଟକ : ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡିକୁ ପ୍ରଶ୍ନପତ୍ର ପଠାଯିବ । ଆଜି ଦୂରଦୂରାନ୍ତ ଜିଲ୍ଲାଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପଠାଯିବ । ୧୪ଟି ରୁଟରେ ଯିବ ପ୍ରଶ୍ନପତ୍ର। ଏଥିପାଇଁ ବନ୍ଧୁକଧାରୀ ପୋଲିସ ମୁତୟନ ହେବେ । ଦୁଇ ଦିନରେ ୨୭ଟି ରୁଟରେ ପ୍ରଶ୍ନପତ୍ର ପଠାଯିବ ।

ଚଳିତ ବର୍ଷ ୨୧୧ଟି ପରୀକ୍ଷା ପରିଚାଳନା ହବ୍ କରାଯାଇଛି । ଯୁକ୍ତ ୨ରେ ୧୩୫୭ଟି ପରୀକ୍ଷା କେନ୍ଦ୍ରରେ ୪ଲକ୍ଷ ୧ହଜାର ୬୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପରୀକ୍ଷା ଦିନ ସକାଳ ୮ଟା ୩୦ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ଯେପରି ପ୍ରଶ୍ନପତ୍ର ପହଞ୍ଚିବ ସେଦିଗରେ ହବ୍ ସୁପରଭାଇଜର ଗୁରୁତ୍ବ ଦେବେ । ରାତ୍ରିକାଳୀନ ପାଟ୍ରୋଲିଂ ଉପରେ ପୋଲିସକୁ ଗୁରୁତ୍ବ ଦେବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଆଇ ନଜରରେ ରହିବ ପ୍ରଶ୍ନପତ୍ର।

Post Views: 51
Share199Tweet124Send
Voice of Victims

Voice of Victims

Recent Posts

  • ଓମାନ ତଟୀୟ ଅଞ୍ଚଳରେ ବୁଡ଼ିଲା ଡଙ୍ଗା, ୧୪ ଭାରତୀୟ ନାଗରିକ ଥିବା ସୂଚନା, ଉଦ୍ଧାର କାର୍ଯ୍ୟ ଜାରି
  • ମେଡିକାଲ ବେଡ୍ ରୁ ଚାମେଲି ଓଝାଙ୍କ ଅଭିଯୋଗ, କହିଲେ ଦିଆଯାଉଛି ନର୍ଯାତନା, ବିଭିନ୍ନ ମହିଳା ସଂଗଠନ ଭେଟିଲେ
  • ନାରୀ ସମ୍ମାନ କାହିଁ?, ବିଜେପି ସରକାର ଉପରେ ବର୍ଷିଲେ ନବୀନ
  • ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ, ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ
  • ରଣପୁର ମନ୍ଦାକିନୀ ସାହିତ୍ୟ ସଂସ୍କୃତି ସଂସଦର ସାହିତ୍ୟ ଉତ୍ସବ ଓ କବିତା ଆସର ଅନୁଷ୍ଠିତ, ମେଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଏ-୧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In