• About Us
  • Contact Us
Sunday, February 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୁନାଚେନ ଛିନ୍ତାଇ କରି ଧରାପଡ଼ିଲେ ଚୋର

by Voice of Victims
February 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସୁନାଚେନ ଛିନ୍ତାଇ କରି ଧରାପଡ଼ିଲେ ଚୋର

ବାଲେଶ୍ବର (ଭିଓଭି) ୧୩/୨ : – ଜିଲ୍ଲାର ଟାଉନଥାନା ଅଧିନ ମାନସିଂ ବଜାର ନିକଟରେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଛିନତାଇ କରୁଥିବା ବେଳେ ଲୋକଙ୍କ ହାତରେ ଧରାପଡ଼ିଛନ୍ତି ଜଣେ ଚୋର। ସ୍ଥାନୀୟ ଲୋକେ ଚୋରକୁ ଅଟକ ରଖି ଉତ୍ତମ ମଧ୍ୟମ ଦେଇଥିଲେ। ପରେ ଟାଉନଥାନା ପୋଲିସକୁ ଖବର ଦେଇଥିଲେ।

ଟାଉନଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚୋରକୁ ଉଦ୍ଧାର କରି ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟ ନେଇଥିଲେ। ଏହି ଚୋରି ଘଟଣାରେ ଆଉ କହାର ସଂପୃକ୍ତି ରହିଛି କି ଏନେଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ।

Post Views: 17
Share197Tweet123Send
Voice of Victims

Voice of Victims

Recent Posts

  • ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି 
  • ଆସାମ ହାଇୱେରେ ଅବତରଣ କଲା ବାୟୁସେନା ବିମାନ : ମୋଦି ଦେଖିଲେ ଏରିଅଲ ଶୋ, ରାଜପଥରୁ ଉଡ଼ିଲା ରାଫେଲ ଏବଂ ସୁଖୋଇ
  • ମୁମ୍ୱାଇରେ ଭୁଶୁଡ଼ିଲା ମେଟ୍ରୋ ପିଲର୍, ଚାପି ହୋଇ ରହିଛି ଅନେକ ଗାଡ଼ି; ୪ ଆହତ
  • ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ
  • କେନ୍ଦୁଝରରେ ହେବ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In