• About Us
  • Contact Us
Friday, April 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ

by Voice of Victims
February 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ

କଟକ, ମହାନଦୀ ବିହାର ରାଧା ଗୋପିନାଥ ଜିୟୁ ମନ୍ଦିର ପ୍ରାଙ୍ଗଣରେ ଥିବା ପତଞ୍ଜଳି ଯୋଗ କେନ୍ଦ୍ର ଠାରେ ସହ ରାଜ୍ୟ ପ୍ରଭାରୀ ସୁନିଲ ଶର୍ମାଙ୍କ ନେତୃତ୍ବରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂଜ୍ୟ ଦୀନଦୟାଲ ଦାସ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଦୟାନନ୍ଦ ସରସ୍ୱତୀଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ଦାଶ, ରଶ୍ମି ରଞ୍ଜନ ସାହୁ, କିଶୋର ଦାସ, ନିତାଇ ବଳ, ସତ୍ୟାନନ୍ଦ ନାୟକ, ପ୍ରିୟତମା ନାୟକ, ପ୍ରମିତା ମଙ୍ଗରାଜ, ପୁଷ୍ପଲତା ଦାସ, ଜୟନ୍ତୀବାଳା ମହାନ୍ତି, ଅଳକା ନାୟକ ଓ ଗୀତାଞ୍ଜଳି ଶତପଥୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଜୟଶ୍ରୀ ମହାନ୍ତି ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା।

Post Views: 49
Share199Tweet125Send
Voice of Victims

Voice of Victims

Recent Posts

  • ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା
  • ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା
  • ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
  • ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ନିଯୁକ୍ତ ହେବେ ସିକ୍ୟୁରିଟି ଅଫିସର୍‌
  • ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In