• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା, ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

by Voice of Victims
February 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

କାକଟପୁର: ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା ।  ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।  ଓଡ଼ିଶାର ଏକ କୋଟି ମହିଳାଙ୍କୁ ମାର୍ଚ୍ଚ ୮ ତାରିଖ ବିଶ୍ବ ମହିଳା ଦିବସରେ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା ।ଏକ କୋଟିରୁ ଅଧିକ ମହିଳାଙ୍କ ବ୍ଯାଙ୍କ ଖାତାକୁ ୫ ହଜାର କୋଟି ଟଙ୍କା ରାଜ୍ୟ ସରକାର ପଠାଇବେ ।

ଏହା ଘୋଷଣା କରିଛନ୍ତି ମହିଳା ଶିଶୁ ବିକାଶ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କାକଟପୁର ଠାରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା ମହିଳା ମାନଙ୍କ ଖାତାକୁ ଯିବା ପରେ ଗ୍ରାମୀଣ ଅର୍ଥନୀତିରେ ସାମୁହିକ ବିକାଶ ହେବା ସହ ମହିଳା ମାନଙ୍କୁ ଆର୍ଥିକ ସ୍ବଚ୍ଛଳତା ପ୍ରଦାନ କରାଯିବ।

Post Views: 33
Share200Tweet125Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In