• About Us
  • Contact Us
Saturday, March 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାଟବଣା କଲା ଅନଲାଇନ ମ୍ୟାପ: ପଶିଗଲା ଟ୍ରଲର, ଚୁରମାର ହୋଇଗଲା ଘର

by Voice of Victims
March 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବାଟବଣା କଲା ଅନଲାଇନ ମ୍ୟାପ: ପଶିଗଲା ଟ୍ରଲର, ଚୁରମାର ହୋଇଗଲା ଘର

ଢେଙ୍କାନାଳ: ବାଟବଣା କଲା ଅନଲାଇନ ମ୍ୟାପ । ପଶିଗଲା ଟ୍ରଲର, ଚୁରମାର ହୋଇଗଲା ଘର । ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ହାତିବାରୀ ଗାଁରେ ଦେଖିବାକୁ ମିଳିଛି ଛାତିଥରା ଦୃଘଟଣା । ଦୁର୍ଘଟଣାରେ ଜଣେ ମୃତ । ଢେଙ୍କାନାଳରୁ ଆଜବେଷ୍ଟ ନେଇ କୋଲକତା ଯାଉଥିଲା ଟ୍ରଲର । କିନ୍ତୁ ମନ୍ଦାର ଛକରୁ ଅନଲାଇନ ମ୍ୟାପ୍ ବାଟବଣା ହୋଇଥିଲା ।

ପୁଣି ହାତୀ ବାରି ଆଡ଼କୁ ଆସି ଘର ଆଗରେ ଛିଡ଼ା ହୋଇଥିବା ଟ୍ରାକ୍ଟରକୁ ଧକ୍କା ଦେଇଥିଲା ଟ୍ରଲର । ଦୁର୍ଘଟଣାରେ ଘରେ ଥିବା ଅସ୍ଥିର ତରାଇଙ୍କ ମୃତ୍ୟୁ ହୋଇଛି । ଟ୍ରଲରଟି ଝାରଖଣ୍ଡ ବୋଲି ଜଣା ପଡିଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍, ୨ ପାଇଲଟଙ୍କ ମୃତ୍ୟୁ
  • ବାଟବଣା କଲା ଅନଲାଇନ ମ୍ୟାପ: ପଶିଗଲା ଟ୍ରଲର, ଚୁରମାର ହୋଇଗଲା ଘର
  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ
  • CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଅମିତ ଶାହ, କହିଲେ ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲ ମୁକ୍ତ ଲକ୍ଷ୍ୟ
  • କଲେଜ ଛାତ୍ରୀଙ୍କୁ ମରଣତ୍ମକ ଆକ୍ରମଣ, ପରୀକ୍ଷା ଦେବାକୁ ଯାଉଥିବା ସମୟରେ ବ୍ଲେଡରେ ଆକ୍ରମଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In