• About Us
  • Contact Us
Saturday, March 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ, ଥାନାରେ  ଅଟକ

by Voice of Victims
March 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ, ଥାନାରେ  ଅଟକ

ବାସୁଦେବପୁର:  ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ  । ଥାନାରେ ଶିକ୍ଷକ ଅଟକ ।  ଭଦ୍ରକ ବାସୁଦେବପୁର ବ୍ଲକ ନଟିଆ ପାଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି  । ସେହି ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ କରିଛନ୍ତି ଛାତ୍ରୀଙ୍କ ପରିବାର ।

ଏପରିକି ଜୀବନରୁ ମାରିଦେବାକୁ ଧମକାଇଥିବା ଅଭିଯୋଗ ହୋଇଛି । ଘଟଣା ଜଣାପଡିବା ପରେ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି କଷିଆ ସାମୁଦ୍ରିକ ଥାନା ପୋଲିସ । ଏହାସହ ହିନ୍ଦୀ ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି ।

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବନି ଇରାନ, ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ ମାଗିଲେ କ୍ଷମା
  • ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍‌, ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସରେ ଖାତାକୁ ଆସିବ ୫ ହଜାର ଟଙ୍କା
  • ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା
  • ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା
  • ରାଜସ୍ଥାନ ସକିରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରି ଦୌଡିଲେ ଲୋକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In