• About Us
  • Contact Us
Tuesday, March 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ

by Voice of Victims
March 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ

ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ। ଦୁଇ ଦିନ ମଧ୍ୟରେ ଭୁବନେଶ୍ୱରରେ ହୋଟେଲ ଓ ରେଷ୍ଟୁରାଣ୍ଟ ବନ୍ଦ ଆରମ୍ଭ ହେବ । ଏଭଳି କିଛି ଆଶଙ୍କା କଲେଣି ଭୁବନେଶ୍ବର ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍ ।  ବର୍ତ୍ତମାନ ପ୍ରାୟ ୨୦ ପ୍ରତିଶତ କମର୍ସିଆଲ ଗ୍ୟାସ ସପ୍ଲାଏ ବନ୍ଦ କରାଯାଇଛି ।  ଏଥିପାଇଁ ହୋଟେଲ ଓ ରେଷ୍ଟୁରାଣ୍ଟ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଦେଶର ବଡ଼ ବଡ଼ ସହର ସବୁରେ ବର୍ତ୍ତମାନ ହୋଟେଲ ବନ୍ଦ ହେବା ଆରମ୍ଭ ହେଲାଣି ।  ଏହିଭଳି ସ୍ଥିତି ଲାଗି ରହିଲେ ଆସନ୍ତା ୨ ଦିନ ମଧ୍ୟରେ ଭୁବନେଶ୍ୱରରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିବ ।

ଗ୍ୟାସ ଯୋଗାଣରେ ବ୍ୟାଘାତ ଯଦିଓ ସିଧାସଳଖ ଖାଉଟି ବା ଗ୍ରାହକଙ୍କ ଉପରେ କୌଣସି ପ୍ରଭାବ ପକାଇନହିଁ, ହେଲେ ମାଲିକ ଙ୍କ ଉପରେ ଏହାର ଯଥେଷ୍ଟ ପ୍ରଭାବ ପଡ଼ିଲାଣି । ବଢୁଥିବା ଏହି ଗ୍ୟାସ ଦର ସହ ଯୋଗାଣରେ ବ୍ୟାଘାତ ଆଗକୁ ଖାଦ୍ୟର ମୂଲ୍ୟ ଦୁଇଗୁଣିତ କରିବ । ହୋଟେଲ ଆଉ ରେଷ୍ଟୁରାଣ୍ଟ ଇଣ୍ଡଷ୍ଟ୍ରି ରେ ଗ୍ୟାସର କୌଣସି ବିକଳ୍ପ ନାହିଁ । ଇଲେକ୍ଟ୍ରିକ ଉପକରଣରେ ଏତେ ବଡ଼ ଇଣ୍ଡଷ୍ଟ୍ରି ପାଇଁ କାର୍ଯ୍ୟ କରିବା ସମ୍ଭବ ନୁହେଁ ବୋଲି କହିଛି ଆସୋସିଏସନ୍ ।

ଅନ୍ୟପଟେ କରୋନା ମହାମାରୀ ସମୟରେ ହୋଟେଲ ଇଣ୍ଡଷ୍ଟ୍ରିକୁ ଆଗଧାଡ଼ି ର ଯୋଦ୍ଧା ବୋଲି କହୁଥିଲେ ସରକାର । ଏବେ ମଧ୍ୟ ସେବା ଯୋଗାଇ ଦେବାରେ କୌଣସି ପଛଘୁଂଚା ଦେଉନାହୁଁ । ସରକାର ଆମ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି କହିଛନ୍ତି ଓଡ଼ିଶା ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନର ସଭାପତି ଶ୍ରୀନିବାସ ସୁବୁଦ୍ଧି ।

Post Views: 14
Share198Tweet124Send
Voice of Victims

Voice of Victims

Recent Posts

  • କ୍ଷମା ପ୍ରାର୍ଥନା କଲା NCERT, ଆପତ୍ତି ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ
  • ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ, ଜର୍ମାନୀର ବିଶିଷ୍ଟ ଐତିହାସିକ ଥିଲେ କୁଲକେ
  • ବଢ଼ିଲା ଗ୍ୟାସ ଟେନସନ୍, ସିଲିଣ୍ଡର ପାଇଁ ଲାଗିଛି ଲମ୍ବା ଲାଇନ୍
  • ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ
  • ବିଶ୍ୱରେ ଯୁଦ୍ଧର ନିଆଁ: ଆକାଶଛୁଆଁ ଅଶୋଧିତ ତୈଳ ଦର, ୧୦୦ ଡଲାର ପାର୍ କଲା ଦର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In