• About Us
  • Contact Us
Thursday, March 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବମ୍ ସ୍କ୍ୱାଡ୍ ଓ ଡଗ ସ୍କ୍ୱାଡର ତଦନ୍ତ ଆରମ୍ଭ

by Voice of Victims
March 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବମ୍ ସ୍କ୍ୱାଡ୍ ଓ ଡଗ ସ୍କ୍ୱାଡର ତଦନ୍ତ ଆରମ୍ଭ

ଭୁବନେଶ୍ୱର : ଭୁବନେଶ୍ୱର କୋର୍ଟକୁ ବୋମା ଧମକ । ମେଲ୍ ଜରିଆରେ କୋର୍ଟକୁ ଉଡାଇ ଦେବାକୁ ଧମକ । ଅଜଣା ମେଲ୍ ନେଇ କୋର୍ଟ ପରିସରରେ ଆତଙ୍କ। ଖବର ପାଇ କମିସନରେଟ ପୋଲିସ ବମ୍ ସ୍କ୍ୱାଡ୍ ଓ ଡଗ ସ୍କ୍ୱାଡ ତଦନ୍ତ ଆରମ୍ଭ କରିଛନ୍ତି । କୋର୍ଟ ପରିସରରେ ପୋଲିସ ଟିମ୍ ପହଂଚିଛି। କୋର୍ଟ କର୍ମଚାରୀ, ମାଜିଷ୍ଟ୍ରେଟ ଏବ୍ଂ ଓକିଲଙ୍କ ସହ ଆଲୋଚନା କରୁଛି ପୋଲିସ ।

ନିକଟରେ ପୁରୀ କୋର୍ଟକୁ ଉଡାଇଦେବାକୁ ମେଲରେ ଧମକ ଆସିଥିଲା । ଫଳରେ ଆଇନଜୀବୀମାନେ ଭୟରେ କୋର୍ଟ ବାହାରକୁ ବାହାରି ଆସିଥିଲେ ।  ମେଲ୍ ରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପୋଲିସ ତନାଘନା ଜାରି ରହିଥିଲା । ଅଦାଲତର ସମସ୍ତ କାର୍ଯ୍ୟକୁ ବନ୍ଦ କରାଯାଇଛି । ମେଲ ଆସିବା ପରେ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ଗତ ଫେବୃଆରୀ ୬ ତାରିଖରେ ମଧ୍ୟ ପୁରୀ କୋର୍ଟକୁ ବୋମା ଧମକ ମିଳିଥିଲା ।

Post Views: 14
Share198Tweet124Send
Voice of Victims

Voice of Victims

Recent Posts

  • ଜୟଶଙ୍କରଙ୍କ ଫୋନ୍ କଲ୍ : ଭାରତକୁ ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି
  • ଏପ୍ରିଲରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ, ବଦ୍ରିନାଥ-କେଦାରନାଥ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ଉପରେ ରୋକ
  • ଯୁଦ୍ଧ ଯୋଗୁଁ ୧୧୦୦ରୁ ଅଧିକ ପିଲାଙ୍କ ଜୀବନ ବିପଦରେ, ୟୁନିସେଫ ଜାରି କଲା ରିପୋର୍ଟ
  • ଖରା ଦିନେ ହେବନି ବିଦ୍ୟୁତ କାଟ, ୩୦ ଜିଲ୍ଲା ଓ ଟ୍ୱିନ ସିଟି ପାଇଁ ପ୍ରସ୍ତୁତ ହୋଇଛି ହିଟୱେଭ ଆକ୍ସନ ପ୍ଲାନ
  • ଆଇଏଏସ ସ୍ତରରେ ଅଦଳବଦଳ , ସ୍ମୃତିରଂଜନ ପ୍ରଧାନ- ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In