• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଇଏଏସ ସ୍ତରରେ ଅଦଳବଦଳ , ସ୍ମୃତିରଂଜନ ପ୍ରଧାନ- ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ

by Voice of Victims
March 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ମନୀଷ ଅଗ୍ରୱାଲ ହେଲେ ସମବାୟ ସମିତିର ନିବନ୍ଧକ । ସ୍ମୃତିରଂଜନ ପ୍ରଧାନ ହେଲେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ । ସିଦ୍ଧାର୍ଥ ଦାସ ହେଲେ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ । ସେହିପରି ମଧୁସ୍ମିତା ସାହୁ ଶିକ୍ଷକ ଶିକ୍ଷା ଅନୁସନ୍ଧାନ ଓ ତାଲିମ ପରିଷଦର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ।

ସୋମେଶ ଉପାଧ୍ୟାୟଙ୍କୁ ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି । ପ୍ରଥମେଶ ଅରବିନ୍ଦ ରାଜସିର୍କେ ହେଲେ ମାଲକାନଗିରି ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ଅକବରମ୍ ସସ୍ୟ ରେଡ୍ଡୀ ବ୍ରହ୍ମପୁର ମହାନିଗର ନିଗମର କମିଶନର ହୋଇଛନ୍ତି ।

Post Views: 40
Share200Tweet125Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In