• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର

by Voice of Victims
February 10, 2024
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ବର: ଜିନ୍ଦଲ ସାଉଥ୍‌-ୱେଷ୍ଟ ଫାଉଣ୍ଡେସନ୍‌ (ଜେଏସ୍‌ଡବ୍ଲୁ) ଓଡ଼ିଶାରେ ବିଦ୍ୟୁତ୍ ଚାଳିତ ଗାଡ଼ି ଓ ବ୍ୟାଟେରି ନିର୍ମାଣ କାରଖାନା କରିବ। ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ଆଜି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡ଼ି ଓ ବ୍ୟାଟେରି ନିର୍ମାଣ କାରଖାନା କରାଯିବ। କଟକ ଜିଲ୍ଲା ନରାଜରେ ୯ ଶହ ଏକର ଜମିରେ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ। ଆନୁସଙ୍ଗିକ ଶିଳ୍ପ ଉଦ୍ୟୋଗମାନଙ୍କ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି ହେବ। ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In