• About Us
  • Contact Us
Friday, March 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସଭା ନିର୍ବାଚନ ପାଇଁ ନବୀନଙ୍କ ମାଷ୍ଟରପ୍ଲାନ, ନବୀନ ନିବାସରେ ୩ ଦିନ ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର

by Voice of Victims
March 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ, ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନବୀନଙ୍କ ମାଷ୍ଟରପ୍ଲାନ ।  ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକିଲେ ନବୀନ ପଟ୍ଟନାୟକ ।  ୩ ଦିନ ଧରି ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ।  ନବୀନ ନିବାସରେ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରସ୍ତୁତି ଜୋରଦାର କରିଛନ୍ତି ।

ଦଳର ସମସ୍ତ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ ନବୀନ ନିବାସରେ ଲଗାତାର ତିନି ଦିନ ଧରି ସନ୍ଧ୍ୟା ସମୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଦଳୀୟ ବିଧାୟକଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏବଂ ଭୋଟ୍ ଦେବାର ଜଟିଳ ପ୍ରକ୍ରିୟା ବିଷୟରେ ସମସ୍ତଙ୍କୁ ସଠିକ୍ ତାଲିମ ଦେବା। ଏହାଦ୍ୱାରା ନିର୍ବାଚନ ସମୟରେ କୌଣସି ପ୍ରକାରର ତ୍ରୁଟି କିମ୍ବା ‘କ୍ରସ୍ ଭୋଟିଂ’ର ସୁଯୋଗ ରହିବ ନାହିଁ।

ମାର୍ଚ୍ଚ ୧୧ ତାରିଖରେ ଏକ ‘ଥ୍ରୀ-ଲାଇନ୍ ହୁଇପ୍’ ଜାରି କରିଥିଲେ। ଏହି ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଧାୟକଙ୍କୁ ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଉପସ୍ଥିତ ରହିବାକୁ କୁହାଯାଇଛି। ମାର୍ଚ୍ଚ ୧୬ ଭୋଟ୍ ଗ୍ରହଣ ଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ସମସ୍ତଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ନିର୍ଦ୍ଦେଶ ରହିଛି। ନବୀନ ନିଜ ଚିଠିରେ ସ୍ପଷ୍ଟ କରିଛନ୍ତି ଯେ, ୩ ଦିନିଆ ବୈଠକରେ ଉପସ୍ଥିତ ରହିବା ସମସ୍ତ ବିଧାୟକଙ୍କ ପାଇଁ ବାଧ୍ୟତାମୂଳକ ଏବଂ ଏହାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବା ଉଚିତ।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ଇରାକରେ ଡ୍ରୋନ୍ ଆକ୍ରମଣ, ଜଣେ ଫ୍ରାନ୍ସ ସୈନ୍ୟ ମୃତ ଓ ୬ ଆହତ
  • ଏମିତି ହେଲେ ମହିଳାଙ୍କୁ କେହି ଚାକିରି ଦେବେ ନାହିଁ, ମାସିକ ଧର୍ମ ବେଳେ ଛୁଟି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
  • ରାଜ୍ୟରେ ଉତ୍କଟ ହେଉଛି ଏଲପିଜି ସଙ୍କଟ, ବଢୁଛି ଗୃହିଣୀଙ୍କ ଟେନସନ
  • ଘୋଡ଼ା ବେପାର ଭୟ, ଭୁବନେଶ୍ବର ଛାଡିଲେ କଂଗ୍ରେସ ବିଧାୟକ
  • ରାଜ୍ୟସଭା ନିର୍ବାଚନ ପାଇଁ ନବୀନଙ୍କ ମାଷ୍ଟରପ୍ଲାନ, ନବୀନ ନିବାସରେ ୩ ଦିନ ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In