• About Us
  • Contact Us
Sunday, March 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆତ୍ମସମର୍ପଣ କଲେ ୧୧ ମାଓବାଦୀ, ମାଓମୁକ୍ତ ହେଲା କଳାହାଣ୍ଡି ଜିଲ୍ଲା

by Voice of Victims
March 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆତ୍ମସମର୍ପଣ କଲେ ୧୧ ମାଓବାଦୀ, ମାଓମୁକ୍ତ ହେଲା କଳାହାଣ୍ଡି ଜିଲ୍ଲା

କଳାହାଣ୍ଡି : ବିଜିଏନ ଡିଭିଜନ ହେଲା ଶକ୍ତି ଶୁନ୍ୟ । ଆତ୍ମସମର୍ପଣ କଲେ ୧୧ ମାଓବାଦୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ପୋଲିସ ରିଜର୍ଭ ପଡ଼ିଆ ଠାରେ ଓଡିଶା ପୋଲିସ ଦ୍ଵାରା ମାଓବାଦୀ ଆତ୍ମସମର୍ପଣ ସମାରୋହ ।  ଏଥିରେ ଓଡ଼ିଶା ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ୧୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।  ମାଓବାଦୀ ବଂଶଧାରା ଘୁମୁସର ନାଗାବଳି ଡିଭିଜନର ହୋଇଥିବା ବେଳେ ମାଓବାଦୀ ସଂଗଠନର ସମ୍ପୂର୍ଣ୍ଣ ସମାପ୍ତି ହୋଇଛି ।

ଡିଭିଜନର ସମସ୍ତ ସଦସ୍ୟ ମୁଖ୍ୟସ୍ରୋତରେ ସାମିଲ୍ ହୋଇଛନ୍ତି ।  ପୋଲିସର ଲଗାତାର କୁମ୍ବିଙ୍ଗ ଅପରେସନ୍ ଓ ସରକାରଙ୍କ ସରେଣ୍ଡର ପଲିସି ଫଳରେ ସେମାନେ ଆତ୍ମସମର୍ପଣ କରିଥିବା କୁହାଯାଇଛି ।  ଏହା ସହ କଳାହାଣ୍ଡି ଜିଲ୍ଲାରେ ମାଓବାଦୀ କାର୍ଯ୍ୟକଳାପ ପ୍ରାୟ ଶେଷ ହୋଇଥିବାରୁ ଜିଲ୍ଲାଟି ମାଓମୁକ୍ତ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।  ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କୁ ସରକାରଙ୍କ ପୁନର୍ବାର ନୀତି ଅନୁଯାୟୀ ସହାୟତା ଯୋଗାଇ ଦିଆଯିବ ବୋଲି କୁହାଯାଇଛି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
  • ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ, ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଜାରିକଲା ନିର୍ଦ୍ଦେଶନାମା
  • ମୟୁରଭଞ୍ଜରେ କାଳ ବୈଶାଖୀର ତାଣ୍ଡବ, ଉପୁଡିଲା ଗଛ ଓ ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
  • ଆତ୍ମସମର୍ପଣ କଲେ ୧୧ ମାଓବାଦୀ, ମାଓମୁକ୍ତ ହେଲା କଳାହାଣ୍ଡି ଜିଲ୍ଲା
  • ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In