• About Us
  • Contact Us
Sunday, March 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି

by Voice of Victims
March 15, 2026
in ଦେଶ ବିଦେଶ, ମୁଖ୍ୟ ଖବର
ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି

ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି । ତାମିଲନାଡୁ, ଆସାମ, କେରଳ, ପଡୁଚେରୀ, ପଶ୍ଚିମବଙ୍ଗ ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି ।

ଆସାମରେ ଓ କେରଳରେ ୯ ଏପ୍ରିଲ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ । ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ହେବ ଭୋଟ । ଏପ୍ରିଲ ୨୩ ଓ ୨୯ରେ ହେବ ନିର୍ବାଚନ । ତାମିଲନାଡୁରେ ୨୩ ଏପ୍ରିଲରେ ଗୋଟିଏ ପର୍ଯ୍ୟାୟରେ ହେବ । ପଡୁଚେରୀରେ ଏପ୍ରିଲ ୯ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ । ମେ ୪ ତାରିଖରେ ଭୋଟ ଗଣିତ ହେବ ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
  • ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ, ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଜାରିକଲା ନିର୍ଦ୍ଦେଶନାମା
  • ମୟୁରଭଞ୍ଜରେ କାଳ ବୈଶାଖୀର ତାଣ୍ଡବ, ଉପୁଡିଲା ଗଛ ଓ ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
  • ଆତ୍ମସମର୍ପଣ କଲେ ୧୧ ମାଓବାଦୀ, ମାଓମୁକ୍ତ ହେଲା କଳାହାଣ୍ଡି ଜିଲ୍ଲା
  • ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In