• About Us
  • Contact Us
Monday, March 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

by Voice of Victims
March 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି ଓ ବିଜେଡି ପ୍ରାର୍ଥୀ ଜିତୁଥିବା ବେଳେ ଚତୁର୍ଥ ଆସନ କାହାର ହେବ ସେ ନେଇ ଚାଲିଛି ଛକାପଞ୍ଚା।

ଭୋଟ ଗ୍ରହଣ ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟକୁ ନେଇ ବିବାଦ ଦେଖାଯାଇଛି। ଦ୍ଵିତୀୟ ବାଲଟରେ ଉପାସନାଙ୍କ ଭୋଟକୁ ନେଇ ବିରୋଧୀ ଦଳ ବିରୋଧ କରିଥିଲେ। ଯେଉଁଥିପାଇଁ କିଛି ସମୟ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଥିଲା। ଏହା ଭିତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣା ଉପରେ ଗୁରୁତର ଅଭିଯୋଗ କରିଛନ୍ତି। ନିୟୋଜିତ ଅଧିକାରୀ ଆଚରଣ ବିଧି ଉଲ୍ଲଂଘନ କରିଥିବା ନବୀନ କହିଛନ୍ତି। ନବୀନ କହିଛନ୍ତି ଯେ, “ଉପାସନା ମହାପାତ୍ରଙ୍କ ଭୋଟରେ ତ୍ରୁଟି ଥିଲା। ଏହା ସଂପୂର୍ଣ୍ଣ ବେଆଇନ।”

Post Views: 24
Share199Tweet124Send
Voice of Victims

Voice of Victims

Recent Posts

  • ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
  • “ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ
  • ମୟୁରଭଞ୍ଜରେ କାଳବୈଶାଖୀର ତାଣ୍ଡବ; ୨ ମୃତ୍ୟୁ, ୨୦ରୁ ଉର୍ଦ୍ଧ୍ବ ଆହତ
  • କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
  • କ୍ରସ ଭୋଟିଂ କରିଛନ୍ତି କଂଗ୍ରେସର ୩ ବିଧାୟକ, ସଭ୍ୟ ପଦ ରଦ୍ଦ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଲେ ଭକ୍ତ ଦାସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In