• About Us
  • Contact Us
Wednesday, March 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

by Voice of Victims
March 18, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

ପୁରୀ (ଭିଓଭି): ଶ୍ରୀରାମ ଚନ୍ଦ୍ର ସ୍ୱାମୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ବୈଦିକ ରୀତିନୀତିରେ  ସାମୁହିକ ମାଗଣା ବ୍ରତୋପନୟନ ପୁରୀ ଲୋକନାଥ ମନ୍ଦିର ନିକଟ ଥାନ ପତି ଆଶ୍ରମର ବାଲାଜୀ ମନ୍ଦିର ପରିସରରେ ଜୀୟର ସ୍ୱାମୀ ମଠର ମହନ୍ତ ଶ୍ରୀ ଇନ୍ଦିରା ରମଣ  ରାମାନୁଜ ଦାସଜୀଙ୍କ  ମାର୍ଗଦର୍ଶନ ରେ ଅନୁଷ୍ଠିତ ହୋଇଯାଇଛି। ଏହି ବ୍ରତୋପନୟନରେ ବିହାର ଏବଂ ଓଡିଶା ରାଜ୍ୟର ସମ୍ବଲପୁର ସାତ ଜଣ ବ୍ରାହ୍ମଣ ବାଳକ ପରମ୍ପରା ଓ ରୀତିନୀତି ଅନୁସାରେ ବ୍ରହ୍ମଚାରୀ ହୋଇଛନ୍ତି।

କାର୍ଯ୍ୟକ୍ରମ ସ୍ଥଳରେ ଟ୍ରଷ୍ଟ ବୋର୍ଡର ସଦସ୍ୟ ତଥା  ଜିୟର ସ୍ୱାମୀ ମଠର ସନ୍ଥ ସୁଦର୍ଶନ ରାମାନୁଜ ଦାସ ଜୀ ମହାରାଜ ପ୍ରତ୍ୟେକ୍ଷ ପରିଚାଳନା କରିବା ସହିତ ମହନ୍ତ ଶ୍ରୀ ଇନ୍ଦିରା ରମଣ ରାମାନୁଜ ଦାସଜୀ ସମସ୍ତ ବ୍ରହ୍ମଚାରୀଙ୍କୁ ଦୀକ୍ଷା ପ୍ରଦାନ କରିଥିବାବେଳେ ବିଜେପି ନେତ୍ରୀ ରଞ୍ଜିତା ପାଢ଼ୀ ସଦସ୍ୟ ତଥା କଟକୀ ମଠର ମହନ୍ତ ଡ଼ ବିଜୟ ନାରାୟଣ ରାମାନୁଜ ଦାସ, ସୁରେଶ ଶର୍ମା, ରମେଶ ଶର୍ମା, କମଳ ଟିବରୱାଲ, ବିଷ୍ଣୁ ଜୋଶୀଜୀ ସହଯୋଗ କରିଥିଲେ। ବରିଷ୍ଠ ସାମ୍ବାଦିକ ବିଷ୍ଣୁଦତ୍ତ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ୭ ଜଣ ବ୍ରହ୍ମଚାରୀ ବାଲାଜୀ ମନ୍ଦିର ଦର୍ଶନ କରିବା ସହିତ ବିଭିନ୍ନ ସ୍ଥାନରୁ ଆସିଥିବା ଭକ୍ତ ମାନଙ୍କ ସହ  ସାମୁହିକ ପ୍ରସାଦ ସେବନ କରିଥିଲେ ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ଆଜି ବନକ ଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ
  • ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା
  • ୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ
  • ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ
  • ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In