• About Us
  • Contact Us
Thursday, March 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପତଞ୍ଜଳି ଯୋଗପୀଠ ପକ୍ଷରୁ ହିନ୍ଦୁ ନବବର୍ଷ ପାଳିତ

by Voice of Victims
March 19, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ପତଞ୍ଜଳି ଯୋଗପୀଠ ପକ୍ଷରୁ ହିନ୍ଦୁ ନବବର୍ଷ ପାଳିତ

କଟକ, ଚୈତ୍ର ଶୁକ୍ଳ ପ୍ରତିପଦ ତିଥିରେ ପତଞ୍ଜଳି ଯୋଗପୀଠ ପକ୍ଷରୁ ଜିଲ୍ଲା ପ୍ରଭାରୀ ଶିଶିର ଜେନା ଓ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ହିନ୍ଦୁ ନବବର୍ଷ ଉତ୍ସବ ପାଳିତ ହୋଇଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ଦାଶ, ପ୍ରଦୀପ୍ତ ଆଚାର୍ଯ୍ୟ, କୁରେଶ ପାତ୍ର, ନିତାଇ ବଳ, ପ୍ରକାଶ ଦାସ, ପୂର୍ଣ୍ଣଚନ୍ଦ୍ର ବେହେରା, ହୃଷିକେଶ ସାହୁ, ଗଜେନ୍ଦ୍ର ସ୍ବାଇଁ, ଲକ୍ଷ୍ମଣ କରଣ, ଅଳକା ନାୟକ, ଗୀତାଞ୍ଜଳି ଶତପଥୀ, ଗୀତାଞ୍ଜଳି ସାହୁ, ବାସନ୍ତୀ ଦାସ, କବିତା କରଣ, ପ୍ରମିତା ମଙ୍ଗରାଜ, ପ୍ରଭାସିନୀ ନାୟକ, ରଶ୍ମିତା ଦଳାଇ, ଦୀପ୍ତି ସ୍ବାଇଁ, ଅମିତା ପୃଷ୍ଟି, ପାର୍ବତୀ ବିଶ୍ଵାଳ, ଝୁନାରାଣୀ ବେହେରା, ଲୋପାମୁଦ୍ରା ପ୍ରୀତିସୁଧା ଓ ସ୍ୱାଗତିକା ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଏହି ଅବସରରେ ବୈଦିକ ଯଜ୍ଞ ଅନୁଷ୍ଠିତ ହେବା ସହ ଗୀତା, ଭାଗବତ ଓ ରାମଚରିତ ମାନସ ପାଠ କରାଯାଇଥିଲା ଓ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।

Post Views: 14
Share198Tweet124Send
Voice of Victims

Voice of Victims

Recent Posts

  • ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା
  • ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ
  • କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼, ଜଳୁଛି ପ୍ଲାଣ୍ଟ
  • ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ: ବିଭୂତି ଭୂଷଣ ଜେନା
  • କ୍ରସ୍‌ ଭୋଟିଂ ଅଭିଯୋଗ ମାମଲା; ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି: ସୁବାସିନୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In