• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ: ବିଭୂତି ଭୂଷଣ ଜେନା

by Voice of Victims
March 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ: ବିଭୂତି ଭୂଷଣ ଜେନା

ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ । ଓଡ଼ିଶାର ସମୃଦ୍ଧ ଖଣିଜ ସମ୍ଭାବ୍ୟତାକୁ ପ୍ରତିପାଦନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, ରାଜ୍ୟ ସରକାର ନୂଆପଡା ଜିଲ୍ଲାରେ ହୀରା ପଥର ବାହାରିଥିବା ପ୍ରକାଶ କରିଛନ୍ତି। ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

ସେ କହିଛନ୍ତି ନୂଆପଡା ଜିଲ୍ଲାର ନୂଆପଡା ବ୍ଲକ ଅନ୍ତର୍ଗତ କାଲମିଦାଦର ଠାରେ ହୀରାପଥର ଥିବାର ଚିହ୍ନଟ ହୋଇଛି । ଏହାର ବୈଷୟିକ, ଅର୍ଥନୈତିକ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମୂଲ୍ୟାୟନ କାର୍ଯ୍ୟ ଚାଲୁଅଛି । ସେହିପରି କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକର ହିଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଥିବାର ଚିହ୍ନଟ ହୋଇଛି ।

ସେହିପରି ଦେବଗଡ଼ ଜିଲ୍ଲାରେ ତମ୍ବାବାହୀ ପଥର, ଗ୍ରାଫାଇଟ, ନିକେଲ ସହ ସୁନା ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ସୁନା ପଥର ଥିବା ସନ୍ଧାନ ମିଳିଛି । ସେ ଆଉ ମଧ୍ୟ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ କୌଣସି ମୋତି ଖଣି ଚିହ୍ନଟ କରାଯାଇ ନାହିଁ ।

Post Views: 47
Share199Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In