• About Us
  • Contact Us
Saturday, March 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଇଦ୍ ପାଳୁଛନ୍ତି ମୁସଲିମ୍ ଧର୍ମାବଲମ୍ବୀ, ଚଳଚଞ୍ଚଳ ମସଜିଦ

by Voice of Victims
March 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆଜି ଇଦ୍ ପାଳୁଛନ୍ତି ମୁସଲିମ୍ ଧର୍ମାବଲମ୍ବୀ, ଚଳଚଞ୍ଚଳ ମସଜିଦ

ଭୁବନେଶ୍ବର: ଆଜି ଇଦ୍ । ଚଳଚଞ୍ଚଳ ମସଜିଦ । ରଙ୍ଗୀନ ଆଲୋକମାଳାରେ ଝଲସୁଛି । ଜମିଛି ଭିଡ଼ । ସମୂହ ନମାଜ ପାଠ ପାଇଁ ବିଭିନ୍ନ ସ୍ଥାନରେ ମସଜିଦ ଓ ଇଦଗାରେ ଭିଡ଼ । ମୁସଲମାନମାନେ ନମାଜ ପାଠ ସହ ପରସ୍ପର ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି । ମାସକର ରୋଜା ପରେ ମୁସଲମାନମାନେ ଆଜି ଇଦ ମନାଉଛନ୍ତି ।

ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ ।  ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ ।  ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ ।  ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା ରମଜାନ ମାସକୁ ଇସଲାମରେ ସବୁଠୁ ପବିତ୍ର ମାସ କୁହାଯାଏ ।

ସମୁହ ନମାଜ ପାଠ ପାଇଁ ସମସ୍ତ ମସଜିଦରେ ସକାଳୁ ସକାଳୁ ଭିଡ ଲାଗିଛି । ଇଦ ପାଳନ ପୂର୍ବରୁ କଟକ ସହରରେ ଫ୍ଲାଗ ମାର୍ଚ୍ଚ କରିଛି କମିଶନରେଟ ପୋଲିସ । ଶେଖ୍ ବଜାର, ଅଲିଶା ବଜାର, ଦେୱାନ୍ ବଜାର, ଓଡ଼ିଆ ବଜାର, ସୂତା ହାଟ, କାଫଲା ବଜାର, ଆଦି ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରିଛି କମିଶନରେଟ ପୋଲିସ । ବରିଷ୍ଠ ପୋଲିସ ଅଧିକାରୀମାନେ ଏହି ଫ୍ଲାଗମାର୍ଚ୍ଚରେ ସାମିଲ ହୋଇଛନ୍ତି । ପ୍ରମୁଖ ଉପାସନା ପୀଠ କଦମ-ଏ-ରସୁଲ ଓ ଇଦଗା ପଡ଼ିଆରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ।

Post Views: 16
Share199Tweet124Send
Voice of Victims

Voice of Victims

Recent Posts

  • କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ
  • ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା
  • ଜୟଦେବ ଜେନାଙ୍କୁ ହତ୍ୟା ଧମକ, ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବୁ
  • ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା
  • ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In