• About Us
  • Contact Us
Saturday, March 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା

by Voice of Victims
March 21, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା

ନୂଆଦିଲ୍ଲୀ : ଆମେରିକା ଓ ଇସ୍ରାଏଲ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ କରିଛନ୍ତି । ଆଜି ଏହି ଦୁଇଟି ଦେଶ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଏୟାରଷ୍ଟ୍ରାଇକ୍ କରିଛନ୍ତି । ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ରେଡିଓ ଆକ୍ଟିଭ ଲିକ୍ ହୋଇନାହିଁ । ଏହି ଅଞ୍ଚଳ ଓ ଆଖପାଖର ଲୋକଙ୍କ ପାଇଁ କୌଣସି ବିପଦ ନାହିଁ ବୋଲି କୁହାଯାଇଛି । ବୋମାମାଡ଼ ଯୋଗୁଁ ସ୍ଥାନୀୟ ଲୋକ ଭୟଭୀତ ହୋଇ ରହିଛନ୍ତି ।

ଆକ୍ରମଣ ପରେ ମଧ୍ୟ ସ୍ଥାନୀୟ ଲୋକ ସୁରକ୍ଷିତ ରହିଛନ୍ତି । ତେବେ ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ବାରମ୍ବାର ଟାର୍ଗେଟ ହେଉଛି । ଆମେରିକା ଓ ଇସ୍ରାଏଲ ଗତବର୍ଷ ଜୁନରେ ମଧ୍ୟ ଏହି ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ କରିଥିଲେ । ଗତବର୍ଷ ଜୁନରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ୧୨ ଦିନ ଯୁଦ୍ଧ ଚାଲିଥିଲା । ଏଥିରେ ନତାଞ୍ଜ ପରମାଣୁ କେନ୍ଦ୍ର ମୁଖ୍ୟ ଟାର୍ଗେଟ ଥିଲା ।

ଅନ୍ୟପଟେ ହର୍ମୁଜ ପ୍ରଣାଳୀ ବନ୍ଦ ହୋଇନଥିବା ଇରାନ ବିଦେଶ ମନ୍ତ୍ରୀ ଅବାସ ଅରାଘଚି କହିଛନ୍ତି । ଅରାଘଚି କହିଛନ୍ତି, ଏହି ମାର୍ଗ ବନ୍ଦ ନାହିଁ । ହର୍ମୁଜ ପ୍ରଣାଳୀ ଯେଉଁ ଦେଶ ଆମ ଉପରେ ଆକ୍ରମଣ କରୁଛନ୍ତି ସେମାନଙ୍କ ପାଇଁ ବନ୍ଦ ରହିଛି । ଅନ୍ୟ ଦେଶର ଜାହାଜ ସାଧାରଣ ଭାବେ ଯାତାୟାତ କରୁଛି । କିନ୍ତୁ ସେଥିପାଇଁ ସେମାନଙ୍କୁ ତେହେରାନ ସହିତ କଥାବାର୍ତ୍ତା କରିବାକୁ ପଡ଼ୁଛି । ଆମେରିକା ଓ ଇସ୍ରାଏଲ ସହିତ ଯୁଦ୍ଧ ଶେଷ କରିବାକୁ ଅସ୍ତ୍ରବିରତି ନୁହେଁ, ଏହା ପୂରା ଶେଷ ହେବାର ଆବଶ୍ୟକତା ରହିଛି ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ
  • ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା
  • ଜୟଦେବ ଜେନାଙ୍କୁ ହତ୍ୟା ଧମକ, ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବୁ
  • ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା
  • ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In