• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ

by Voice of Victims
March 26, 2026
in ଆଞ୍ଚଳିକ ଖବର, ସମସ୍ୟା
ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ

ଭୁବନେଶ୍ୱର : ବଢ଼ିବନି ବିଧାୟକଙ୍କ ଦରମା । ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ । ମନ୍ତ୍ରୀ, ବିଧାୟକ ଏବଂ ବାଚସ୍ପତିଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର କଲେ ରାଜ୍ୟ ସରକାର । ଗତ ବର୍ଷ ବିଲ୍ ଆଗତ କରି ବାଚସ୍ପତି, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବୃଦ୍ଧି କରାଯାଇଥିଲା । ନୂଆ ବିଲ୍ ବିଧାନସଭାରେ ପାସ୍ ହେବା ପରେ ଦରମା ଓ ଆନୁସଙ୍ଗିକ ଭତ୍ତା ବାବଦକୁ ଓଡ଼ିଶାର ବିଧାୟକମାନଙ୍କୁ ମିଳିଥାନ୍ତା ୩ ଲକ୍ଷ ୪୫ ହଜାର ଟଙ୍କା ।

ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଦରମା ଓ ଅନ୍ୟ ଭତ୍ତା ମିଶାଇ ପାଖାପାଖି ୩ ଲକ୍ଷ ୭୪ ହଜାର ଟଙ୍କା ପାଇଥାନ୍ତେ । କ୍ୟାବନେଟ୍ ମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀଙ୍କୁ ମୂଳ ଦରମା ସହିତ ଭତ୍ତାକୁ ମିଶାଇ ୩ ଲକ୍ଷ ୬୦ ହଜାର ଟଙ୍କା ମିଳିବାର ଥିଲା । ତିନି ଗୁଣା ବଢିଥିଲା ଦରମା । ଦେଶର ଅନ୍ୟ ବିଧାୟକଙ୍କ ତୁଳନାରେ ସବୁଠୁ ଅଧିକ ହୋଇଥିଲା । ଏହାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା ହେଲା । ଏହାପରେ ସବୁ ଦଳ ତରଫରୁ ବିଲକୁ ଫେରାଇ ନେବାକୁ ସରକାରଙ୍କୁ ଅନୁରୋଧ କରାଯାଇଥିଲା । ଆଜି ସେହି ବିଲ୍ ପ୍ରତ୍ୟାହୃତ ହୋଇଛି ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In