• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ

by Voice of Victims
April 5, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ

ନୂଆଦିଲ୍ଲୀ : ଭାରତକୁ ପାକିସ୍ତାନର ଧମକ ।  ଯଦି ଭାରତ କୌଣସି ଦୁଃସାହସ କରେ, ତେବେ ପରବର୍ତ୍ତୀ ଯୁଦ୍ଧରେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ ।  ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏମିତି ଚେତାବନୀ ଦେଇଛନ୍ତି ।  ସିଆଲକୋଟରେ ଏକ ସଭାକୁ ସମ୍ବୋଧିତ କରି ପାକିସ୍ତାନ ଖ୍ବାଜା ଆସିଫ୍ କହିଛନ୍ତି, ଯଦି ଭାରତ କୌଣସି ପ୍ରକାରର ‘ଫଲ୍ସ-ଫ୍ଲାଗ୍’ ବା ମିଥ୍ୟା ଅପରେସନ୍ କରିବାକୁ ଚେଷ୍ଟା କରେ, ତେବେ ପାକିସ୍ତାନର ଜବାବ କେବଳ ସୀମା ମଧ୍ୟରେ ସୀମିତ ରହିବ ନାହିଁ ।

ବରଂ ଏହା କୋଲକାତା ପର୍ଯ୍ୟନ୍ତ ପହଞ୍ଚିବ ।  ପରବର୍ତ୍ତୀ ଯୁଦ୍ଧ କେବଳ ୨୦୦ ରୁ ୨୫୦ କିଲୋମିଟର ମଧ୍ୟରେ ସୀମିତ ରହିବ ନାହିଁ ।  ପାକିସ୍ତାନ ଭାରତର ଅତି ଭିତରକୁ ପଶି ଆକ୍ରମଣ କରିବ ।  ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ କଡ଼ା ଚେତାବନୀ ପରେ ପାକିସ୍ତାନ ପକ୍ଷରୁ ଏହି ପ୍ରତିକ୍ରିୟା ଆସିଛି ।  ୨୦୨୫ ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In