• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ଗରମ, ଗୁଳୁଗୁଳି

by Voice of Victims
April 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ଗରମ, ଗୁଳୁଗୁଳି

ଭୁବନେଶ୍ୱର : ଆଜିଠୁ କମିବ କାଳବୈଶାଖୀ ପ୍ରଭାବ । ୧୨ରୁ ଗରମ, ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଗରମ ଓ ଗୁଳୁଗୁଳିର ପ୍ରଭାବ ବହୁ ଅଧିକ ରହିବ । ୧୪ ଜିଲ୍ଲାରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନ୍ୟପଟେ ଏବେ ରାଜ୍ୟର ଦିନ ତାପମାତ୍ରା ବିଶେଷ ବଢିବ ନାହିଁ । ପରବର୍ତ୍ତୀ ସମରେ ତାପମାତ୍ରା ହଠାତ୍ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି । ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ ।

Post Views: 28
Share199Tweet124Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ
  • ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି
  • ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ, ସଜେଇ ହୋଇଛି ରାଜଧାନୀ
  • ଭକ୍ତ ଓ ଭଗବାନଙ୍କ ମିଳନର ପର୍ବ ଚଡ଼କ ଯାତ୍ରା; ଆଜି ନୀଳ ପର୍ବ ଓ କାମିନା ବିବାହ ଅନୁଷ୍ଠିତ
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ ଗୋଟିଏ ଯୁଗର ଅବସାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In