• About Us
  • Contact Us
Friday, April 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କାଲିଠାରୁ ବଢ଼ିବ ଦିନର ତାପମାତ୍ରା, ୪୦ ଡିଗ୍ରୀ ଡେଇଁବ ପାରଦ

by Voice of Victims
April 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର : ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରୀ ଡେଇଁବ ପାରଦ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ ।

୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ। ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

କିଛିଦିନ ଧରି କାଳବୈଶାଖୀ ପାଇଁ ତାତିରୁ ବଡ଼ ଆଶ୍ଵସ୍ତି ମିଳିଥିଲା । ହେଲେ ଏବେ ପୁଣି ଉପରମୁହାଁ ହେବ ପାରଦ । ୧୧ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ୨ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ ।

Post Views: 13
Share198Tweet124Send
Voice of Victims

Voice of Victims

Recent Posts

  • ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା
  • ଏପ୍ରିଲ ୨୭ ତାରିଖ ସୁଦ୍ଧା ସବୁ ସ୍କୁଲରେ ପୋଷାକ ବଣ୍ଟନ ହେବ: ନିତ୍ୟାନନ୍ଦ ଗଣ୍ଡ
  • ସୁସ୍ଥ ବାତାବରଣ ସୃଷ୍ଟି କରି ସିଜିମାଳୀ ସମସ୍ୟାର ସମାଧାନ କରାଯାଉ, ଦରକାର ପଡିଲେ ଆଦିବାସୀଙ୍କ ସୁରକ୍ଷା ପାଇଁ ରାହୁଲ ଗାନ୍ଧୀ ଆସିବେ
  • କାଲିଠାରୁ ବଢ଼ିବ ଦିନର ତାପମାତ୍ରା, ୪୦ ଡିଗ୍ରୀ ଡେଇଁବ ପାରଦ
  • ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି, ସାମୟିକ ଭାବେ ସ୍ଥଗିତ ରହିଛି: ନଗର ଉନ୍ନୟନ ମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In