• About Us
  • Contact Us
Friday, April 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

by Voice of Victims
April 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଦିନକୁ ଦିନ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ କରୁଛି ଜନଜୀବନ । ଏହାରି ମଧ୍ୟରେ ପିଲାଙ୍କ ଖରାଛୁଟିକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ ।

ଛାତ୍ର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦିଆଯାଉଛି ବୋଲି ଗୁରୁତ୍ୱାରୋପ କରି ମନ୍ତ୍ରୀ କହିଛନ୍ତି ଯେ ବିଭାଗ ପରିସ୍ଥିତି ଉପରେ କଡ଼ା ନଜର ରଖିଛି, ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଯେଉଁଠାରେ ଗରମ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ରିପୋର୍ଟ କରାଯାଇଛି। ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି, ବିଚାର କରାଯାଉଛି । ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତି ନିଆଯିବ । ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା
  • ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
  • ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ନିଯୁକ୍ତ ହେବେ ସିକ୍ୟୁରିଟି ଅଫିସର୍‌
  • ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
  • ପୁନଃସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In