• About Us
  • Contact Us
Sunday, April 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ କଲବଲ କରୁଛି ତାତି; ଆସନ୍ତା ୫ ଦିନ ଯାଏଁ ତାତିରୁ ନାହିଁ ତ୍ରାହି

by Voice of Victims
April 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି ।  ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ୩ ଜିଲ୍ଲା ସୁନ୍ଦରଗଡ ସମ୍ବଲପୁର ଓ ବଲାଙ୍ଗୀରରେ ରାତିରେ ହିଟ୍ ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ଆଜି ବି ରାଜ୍ୟରେ ପ୍ରବଳ ଖରା ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି ।

ପ୍ରବଳ ଗରମ ଓ ଗୁଳୁଗୁଳିକୁ ନେଇ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ, ଖୋର୍ଦ୍ଧା, ପୁରୀ ,ନୟାଗଡ, ଜଗତସିଂହପୁର,ଗଂଜାମ ଓ ଗଜପତି ଏହି ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି , କୋରାପୁଟ ,ରାୟଗଡା, ଗଂଜାମ, ଗଜପତି ଓ କନ୍ଧମାଳ ଭଳି ୬ ଜିଲ୍ଲାକୁ କୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡା ଏହି ୫ ଜିଲ୍ଲାକୁ ହିଟଓ୍ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ରାଜ୍ୟରେ କଲବଲ କରୁଛି ତାତି; ଆସନ୍ତା ୫ ଦିନ ଯାଏଁ ତାତିରୁ ନାହିଁ ତ୍ରାହି
  • ଇରାନ ଉପରେ ଆକ୍ରମଣ ପାଇଁ ଇସ୍ରାଏଲୀ ବାୟୁସେନା ସଜାଗ , ଟାର୍ଗେଟ ତାଲିକା ପ୍ରସ୍ତୁତ
  • ସଂସଦର ବଜେଟ ଅଧିବେଶନ ୨୦୨୬; ଉଭୟ ଗୃହରେ ୯ଟି ବିଲ୍ ପାସ୍
  • ପତଞ୍ଜଳି ପକ୍ଷରୁ ଜଳଛତ୍ର ଓ ଦହି ବଣ୍ଟନ
  • “ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In