• About Us
  • Contact Us
Tuesday, April 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୋଟର ତାଲିକାରୁ ୯.୮ ଲକ୍ଷ ନାମ ବାଦ୍: ସିଇସିଙ୍କୁ ସସ୍ମିତ ପାତ୍ରଙ୍କ ଚିଠି, ପୁନର୍ବିଚାର ଦାବି

by Voice of Victims
April 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ପାଣ୍ଡିଆନ କାହିଁକି ଦିଲ୍ଲୀ ଗଲେ, ସ୍ପଷ୍ଟିକରଣ ଦେଲା ବିଜେଡି

ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟର ବାଦ୍ ପଡ଼ିବା ପ୍ରସଙ୍ଗରେ ବିଜେଡିର ଚିଠି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଛନ୍ତି ବିଜେଡି ସାଂସଦ ସସ୍ମିତ୍ ପାତ୍ର। ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ଭୁଲ ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି।

ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି। ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି। ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। 

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ସେମାନଙ୍କ ସହ ସାକ୍ଷାତ କରିବାରେ କୌଣସି ଅସୁବିଧା ନାହିଁ, ଇରାନ ନେତାଙ୍କ ସହ ଫେସ୍ ଟୁ ଫେସ୍ ମିଟିଂ ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ
  • ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ, ୨୪ ଏବଂ ୨୫ରେ ସମସ୍ତ ସାଂଗଠନିକ ଜିଲ୍ଲାରେ ହେବ ମହିଳା ଜନ ଆକ୍ରୋଶ ସମ୍ମିଳନୀ
  • ୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ
  • ଭୋଟର ତାଲିକାରୁ ୯.୮ ଲକ୍ଷ ନାମ ବାଦ୍: ସିଇସିଙ୍କୁ ସସ୍ମିତ ପାତ୍ରଙ୍କ ଚିଠି, ପୁନର୍ବିଚାର ଦାବି
  • ବଦଳିଲେ ଖଣ୍ଡପଡା SDPO, ବିବାହିତ ମହିଳାଙ୍କୁ ପ୍ରେମ ନିବେଦନ ମାମଲାରେ କାର୍ଯ୍ୟାନୁଷ୍ଠାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In