• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜମି କିଣାବିକା ଦଲିଲ ରଦ୍ଦ ମାମଲା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

by Voice of Victims
April 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଅବସରପ୍ରାପ୍ତ OAS ଅଧିକାରୀଙ୍କୁ IAS ପଦୋନ୍ନତି ପାଇଁ କରାଯାଉ ପୁନଃବିଚାର

ଜମି କିଣାବିକା ଓ ରେଜିଷ୍ଟ୍ରେସନ ସମ୍ପର୍କରେ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଥରେ କୌଣସି ଜମିର ଦଲିଲ ପଞ୍ଜିକୃତ ହୋଇଯିବା ପରେ ସେହି ଦଲିଲକୁ ସବ୍-ରେଜିଷ୍ଟ୍ରାର୍ କିମ୍ବା କୌଣସି ରେଜିଷ୍ଟ୍ରେସନ ଅଧିକାରୀ ରଦ୍ଦ କରିପାରିବେ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।

ଏକ ଜମି କିଣାବିକା ଦଲିଲ୍ ରଦ୍ଦ ସମ୍ପର୍କିତ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି । ଉକ୍ତ ମାମଲାରେ ସବ୍-ରେଜିଷ୍ଟ୍ରାର୍ ଏକ ପଞ୍ଜିକୃତ ଦଲିଲକୁ ପରବର୍ତୀ ସମୟରେ ରଦ୍ଦ କରିଦେଇଥିଲେ । ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାୟର ହୋଇଥିଲା ।

ହାଇକୋର୍ଟ ନିଜ ରାୟରେ କହିଛନ୍ତି ଯେ, ଭାରତୀୟ ରେଜିଷ୍ଟ୍ରେସନ ଆଇନ, ୧୯୦୮ ଅନୁଯାୟୀ ଥରେ କୌଣସି ଦଲିଲ ବିଧିବଦ୍ଧ ଭାବେ ରେଜିଷ୍ଟ୍ରେସନ ହୋଇଗଲେ, ତାକୁ ରଦ୍ଦ କରିବାର କ୍ଷମତା ରେଜିଷ୍ଟ୍ରେସନ ଅଧିକାରୀଙ୍କ ପାଖରେ ନାହିଁ। ପଞ୍ଜିକୃତ ଦଲିଲକୁ ରଦ୍ଦ କରିବା କିମ୍ବା ବାତିଲ ଘୋଷଣା କରିବାର କ୍ଷମତା କେବଳ ଉପଯୁକ୍ତ ଦେୱାନୀ ଅଦାଲତ ପାଖରେ ରହିଛି ।

Post Views: 58
Share200Tweet125Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In