• About Us
  • Contact Us
Monday, April 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏସସିବିରେ ୧୪ ଶିଶୁ ବିକ୍ରି ଅଭିଯୋଗର ଖୋଳତାଡ, ଏସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ

by Voice of Victims
April 27, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଏସସିବିରେ ୧୪ ଶିଶୁ ବିକ୍ରି ଅଭିଯୋଗର ଖୋଳତାଡ, ଏସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ

କଟକ : ଏସସିବିରେ ୧୪ ଶିଶୁ ବିକ୍ରି ଅଭିଯୋଗର ଖୋଳତାଡ । ଏସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ । କଟକ ବଡ ମେଡିକାଲ ରେ ୬ ବର୍ଷ ଭିତରେ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ସନ୍ତାନ ପ୍ରସବ କରିଥିବା ଅସହାୟ ତଥା ମାନସିକ ନ୍ୟୂନ ମହିଳାଙ୍କ ୧୪ଜଣ ଶିଶୁଙ୍କ ପତ୍ତା ମିଳୁ ନଥିବା ଅଭିଯୋଗ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏହାକୁ ନେଇ ତନାଘନା ଆରମ୍ଭ ହୋଇଛି ।

ତେବେ ସନ୍ତାନ ପ୍ରସବ କରିଥିବା ଅସହାୟ ତଥା ମାନସିକ ଅନଗ୍ରସର ମହିଳାଙ୍କ ପିଲାଙ୍କୁ ଚୋରି କରାଯାଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ।  ଏହାକୁ ନେଇ ନେଇ ତନାଘନା ତଦନ୍ତ ଆରମ୍ଭ ହୋଇଛି । ଏସ୍ ସିବି ଅଧୀକ୍ଷକଙ୍କୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆର୍ ଡିସି । ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ କି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେନେଇ ଏକ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି ।

Post Views: 15
Share197Tweet123Send
Voice of Victims

Voice of Victims

Recent Posts

  • ଅରବିନ୍ଦ କେଜ୍ରିୱାଲକୁ ବଡ଼ ଝଟକା, ରାଘବ ଚଢା ସମେତ ସମସ୍ତ ସାଂସଦଙ୍କୁ ରାଜ୍ୟସଭାରୁ ମଞ୍ଜୁରୀ
  • ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ
  • ଏସସିବିରେ ୧୪ ଶିଶୁ ବିକ୍ରି ଅଭିଯୋଗର ଖୋଳତାଡ, ଏସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ
  • ମହିଳା ସଂରକ୍ଷଣ ବିଲକୁ ନେଇ ବିଜେପି ନାଟକ କରୁଛି: ବିଜେଡି
  • ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In