• About Us
  • Contact Us
Monday, April 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅରବିନ୍ଦ କେଜ୍ରିୱାଲକୁ ବଡ଼ ଝଟକା, ରାଘବ ଚଢା ସମେତ ସମସ୍ତ ସାଂସଦଙ୍କୁ ରାଜ୍ୟସଭାରୁ ମଞ୍ଜୁରୀ

by Voice of Victims
April 27, 2026
in ଦେଶ ବିଦେଶ, ମୁଖ୍ୟ ଖବର
ଇନଷ୍ଟାରେ ୧୦ ଲକ୍ଷ ଫଲୋଅର୍ସ ହରାଇଲେ ସାଂସଦ ରାଘବ ଚଢ଼ା

ନୂଆଦିଲ୍ଲୀ : ଅରବିନ୍ଦ କେଜ୍ରିୱାଲଙ୍କ ପାର୍ଟି ଆପ୍ କୁ ବଡ଼ ଝଟକା । ରାଜ୍ୟସଭା ତରଫରୁ ରାଘବ ଚଢା ସମେତ ଆପ୍ ର ସମସ୍ତ ବିଦ୍ରୋହୀ ସାଂସଦଙ୍କୁ ବିଜେପିର ମାନ୍ୟତା ମିଳିଛି । ଏହାକୁ ନେଇ ରାଜ୍ୟସଭା ସଚିବାଳୟ ତରଫରୁ ନୋଟିଫିକେସନ ଜାରି କରିଛି । ରାଜ୍ୟସଭା ସଚିବାଳୟ ଆପ୍ ରୁ ବିଜେପିରେ ସାମିଲ ହୋଇଥିବା ସମସ୍ତ ସାଂସଦଙ୍କୁ ନେଇ ନୋଟିଫିକେସନ ଜାରି ହୋଇଛି । ଏମାନେ ସମସ୍ତେ ବିଜେପିର ବୋଲି କୁହାଯାଇଛି, ଯାହାପରେ ରାଜ୍ୟସଭାରେ ବିଜେପି ସଦସ୍ୟ ସଂଖ୍ୟା ବଢି ୧୧୩ରେ ପହଞ୍ଚିଛି ।

ଆପ୍ ସାଂସଦ ସଂଜୟ ସିଂ ରାଜ୍ୟସଭା ବାଚସ୍ପତି ସିପି ରାଧାକ୍ରିଷ୍ଣନଙ୍କୁ ଚିଠି ଲେଖିଥିଲେ । ଯେଉଁଥିରେ ଆପ୍ ଛାଡିଥିବା ୭ ସାଂସଦଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ ଦାବି କରିଥିଲେ । ଏହାସହିତ ଆବଶ୍ୟକତା ପଡିଲେ ଆପ୍ ଏହି ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ । ରାଘବ ଚଢା, ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ ଶୁକ୍ରବାର ୨୪ ଏପ୍ରିଲରେ ପ୍ରେସ୍ କନଫରେନ୍ସ କରି ଆପ୍ ରୁ ଅଲଗା ହେବା ପାଇଁ ଘୋଷଣା କରିଥିଲେ । ଏହାସହିତ ହରଭଜନ ସିଂହ, ସ୍ବାତି ମାଲିୱାଲ, ବିକ୍ରମ ସାହନୀ ଏବଂ ରାଜିନ୍ଦର ଗୁପ୍ତା ସାମିଲ ରହିଛନ୍ତି ।

Post Views: 14
Share198Tweet124Send
Voice of Victims

Voice of Victims

Recent Posts

  • ଅରବିନ୍ଦ କେଜ୍ରିୱାଲକୁ ବଡ଼ ଝଟକା, ରାଘବ ଚଢା ସମେତ ସମସ୍ତ ସାଂସଦଙ୍କୁ ରାଜ୍ୟସଭାରୁ ମଞ୍ଜୁରୀ
  • ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ
  • ଏସସିବିରେ ୧୪ ଶିଶୁ ବିକ୍ରି ଅଭିଯୋଗର ଖୋଳତାଡ, ଏସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ
  • ମହିଳା ସଂରକ୍ଷଣ ବିଲକୁ ନେଇ ବିଜେପି ନାଟକ କରୁଛି: ବିଜେଡି
  • ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In