• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
April 30, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାୟଗଡ଼ା : ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା-୪ର ସ୍ବୀକୃତିପତ୍ର ହସ୍ତାନ୍ତର ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।  ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ଏବଂ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତି ରହିବେ ।  କାର୍ଯ୍ୟକ୍ରମରେ ୮୨୭ଟି ନୂତନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା-୪ର ସ୍ବୀକୃତିପତ୍ର ହସ୍ତାନ୍ତର କରାଯିବ ।

ରାୟଗଡା ଜିଲ୍ଲାରେ ୨୭୪ଟି ରାସ୍ତା ନିର୍ମାଣ ହେବ ।  ଏଥି ପାଇଁ ୫୬୨କୋଟି ଟଙ୍କା ବ୍ୟୟ ହେବ ।  ଏହି ସଡ଼କ ଯୋଗୁଁ ଜିଲ୍ଲାର ୩୧୪ଟି ଜନବସତିକୁ ଯୋଗାଯୋଗ ହୋଇପାରିବ ବୋଲି କୁହାଯାଇଛି ।  ସେହିପରି ଜିଲ୍ଲାରେ ନୂତନ ଭାବରେ ୫୫୨ କିମି ନୂତନ ରାସ୍ତା ନିର୍ମାଣ ହେବ ।  ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୪ରେ ରାୟଗଡ଼ା ଜିଲ୍ଲାରେ ଓଡିଶାର ସର୍ବାଧିକ ପ୍ରକଳ୍ପ ରହିଛ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି ।

Post Views: 28
Share199Tweet124Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In