• About Us
  • Contact Us
Sunday, October 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ, ସନ୍ଧ୍ୟା ୬ଟାରୁ ୱେବସାଇଟରେ ହେବ ଉପଲବ୍ଧ

by Voice of Victims
May 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR 10ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ପାଇପାରିବେ ରେଜଲ୍ଟ ।

ଚଳିତ ବର୍ଷ ଠାରୁ ପ୍ରଥମ ଥର ପାଇଁ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ ପରୀକ୍ଷାର୍ଥୀ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥର ପ୍ରଥମକରି ମାଟ୍ରିକ ସାର୍ଟିଫିକେଟ ଓଡ଼ିଆରେ ମିଳିବ । ଉଭୟ ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ ।

Post Views: 60
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ; ଆଚାର୍ଯ୍ୟ ବିଶ୍ୱରଞ୍ଜନଙ୍କୁ ଭବ୍ୟ ସମ୍ବର୍ଦ୍ଧନା, ରଣପୁର ବିକାଶ ପାଇଁ କଲମ ଚାଳନାର ସଂକଳ୍ପ
  • ଗଙ୍ଗା ସ୍ନାନ ବେଳେ ଅଘଟଣ: ଗଙ୍ଗାରେ ବୁଡି ପ୍ରାଣ ହରାଇଲେ ପୁରୀର ଲୋକପ୍ରିୟ ସମାଜସେବୀ
  • ବାତ୍ୟା ପାଇଁ ଆକ୍ସନ୍ ମୋଡ୍‌ରେ ରାଜ୍ୟ ସରକାର, ଅଧିକାରୀଙ୍କ ଛୁଟି ବାତିଲ୍
  • ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ, ସମୁଦ୍ରରୁ ଫେରିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ
  • ବାତ୍ୟା ଆଶଙ୍କାରେ ଦକ୍ଷିଣ ଓଡ଼ିଶା ହାଇ ଆଲର୍ଟ, ୫ ଜିଲ୍ଲାକୁ ରେଡ୍ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In