• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ

by Voice of Victims
May 2, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ

ନୂଆଦିଲ୍ଲୀ: ଆଜି ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ । ପଶ୍ଚିମବଙ୍ଗର ମଗ୍ରାହାଟ ପଶ୍ଚିମ ଏବଂ ଡାଇମଣ୍ଡ ହାର୍ବର ନିର୍ବାଚନ ମଣ୍ଡଳୀର ମୋଟ ୧୫ଟି ବୁଥରେ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ଏଥିରେ ମଗ୍ରାହାଟର ୧୧ଟି ଓ ଡାଇମଣ୍ଡ ହାର୍ବରର ୪ଟି ବୁଥ ରହିଛି । ଏହି ୧୫ଟି ବୁଥରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ ।

ଏପ୍ରିଲ ୨୯ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଏହି ବୁଥ୍ ଗୁଡ଼ିକରେ ଇଭିଏମ ଟ୍ୟାମ୍ପରିଂ, ବୁଥ୍ ଜାମିଂ ଏବଂ ଅନ୍ୟାନ୍ୟ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା ବୋଲି କୁହାଯାଇଛି । ରିଟର୍ଣ୍ଣିଂ ଅଫିସର ଏବଂ ପର୍ଯ୍ୟବେକ୍ଷକଙ୍କ ରିପୋର୍ଟ ଆଧାରରେ ନିର୍ବାଚନ କମିଶନ ଏହି ବୁଥଗୁଡିକର ମତଦାନକୁ ଅସିଦ୍ଧ ଘୋଷଣା କରିବା ପରେ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ୪ ତାରିଖରେ ପଶ୍ଚିମବଙ୍ଗରେ ଭୋଟ ଗଣତି ହେବ ।

Post Views: 47
Share198Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In