• About Us
  • Contact Us
Sunday, May 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

by Voice of Victims
May 3, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ସୁଭଦ୍ରା ଯୋଜନାରୁ ବଞ୍ଚିତ ହୋଇଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆସନ୍ତା ମେ’ ୪ ତାରିଖରେ ସେମାନଙ୍କ ବ୍ୟାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ ‘ଏକ୍ସ’ ମାଧ୍ୟମରେ ଏହି ଘୋଷଣା କରିଛନ୍ତି ।

ବିଭିନ୍ନ କାରଣରୁ ପୂର୍ବ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଥିବା ମୋଟ ୧ ଲକ୍ଷ ୨୩ ହଜାର ୮୪୯ ଜଣ ବଞ୍ଚିତ ହିତାଧିକାରୀଙ୍କୁ ଏହି ଦିନ ଟଙ୍କା ପ୍ରଦାନ କରାଯିବ । ସେମାନଙ୍କ ଆବେଦନର ଯାଞ୍ଚ ଓ ତ୍ରୁଟି ସଂଶୋଧନ ପରେ ଏହି ନିଷ୍ପତ୍ତି ନିଆଯାଇଛି ।

‘ଏକ୍ସ’ରେ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, “ସୁଭଦ୍ରା ଯୋଜନା ମା’ ଓ ଭଉଣୀମାନଙ୍କ ସଶକ୍ତୀକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ପ୍ରତୀକ । କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବଞ୍ଚିତ ନ ରୁହନ୍ତି, ସେଥିପାଇଁ ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି ।

କହିରଖୁଛୁ ଯେ, ରାଜ୍ୟ ସରକାରଙ୍କ ଏହି ଯୋଜନାରେ ୨୧ରୁ ୬୦ ବର୍ଷ ବୟସର ଯୋଗ୍ୟ ମହିଳାଙ୍କୁ ୫ ବର୍ଷରେ ମୋଟ ୫୦,୦୦ ଟଙ୍କା ପ୍ରଦାନ କରାଯାଉଛି । ପ୍ରତି ବର୍ଷ ଦୁଇଟି କିସ୍ତିରେ ୧୦,୦୦୦ ଟଙ୍କା ଲେଖାଏଁ ସିଧାସଳଖ ବ୍ୟାଙ୍କ ଖାତାକୁ ଯାଉଛି ।

Post Views: 14
Share198Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ପକ୍ଷରୁ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ନିମନ୍ତେ ପ୍ରସ୍ତୁତି
  • ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା
  • ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ
  • ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା
  • ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ, ଘର ଭାଙ୍ଗିବା ସହ ଚାଲିଯାଇଛି ଅନେକ ଜୀବନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In