• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ

by Voice of Victims
May 8, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ

ତାମିଲନାଡୁ : ବିଜୟଙ୍କ ସରକାର ଗଠନ କରିବା ନେଇ ତୁଟିଲା ସବୁ ଦ୍ବନ୍ଦ୍ବ । ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ । ଏହାସହିତ ଟିଭିକେ ବହୁମତ ସଂଖ୍ୟା ପାର୍ କରିଛି । ସିପିଆଇ, ସିପିଏମ୍ ଏବଂ ଭିସିକେର ୨ଟି ଲେଖାଏ ମିଶି ୬ ସିଟ୍ ରହିଛି । କଂଗ୍ରେସର ୫ ସିଟ୍ ରହିଛି । ଏମାନେ ଟିଭିକେକୁ ସମର୍ଥନ କରିବା ପରେ ବହୁମତ ହାସଲ କରିଛି ।

ତାମିଲନାଡୁରେ ବିଜୟଙ୍କ ଟିଭିକେର ବିଜୟ ହାସଲ କରି ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତି ଚଳାଇଛି । ସିପିଏମ୍, ସିପିଆଇ ଏବଂ ଭିସିକେ ଥାଲାପତି ବିଜୟଙ୍କ ନେତୃତ୍ୱାଧୀନ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ୩ ଦଳର ସମର୍ଥନ ସହିତ ରାଜ୍ୟରେ ନୂଆ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି । ଏହି ତିନୋଟି ଦଳର ସମର୍ଥନ ସହିତ, ଥାଲାପତି ବିଜୟଙ୍କ ପାଖରେ ଏବେ ମୋଟ ୧୧୮ ଜଣ ବିଧାୟକଙ୍କ ସମର୍ଥନ ଅଛି, ଯାହା ୨୩୪ ସଦସ୍ୟ ବିଶିଷ୍ଟ ବିଧାନସଭାରେ ସଂଖ୍ୟାଗରିଷ୍ଠତା । ଆଜି ତୃତୀୟ ଥର ପାଇଁ ରାଜ୍ୟାପାଳଙ୍କୁ ଭେଟିବେ ବିଜୟ । ଏହି ବୈଠକ ଅପରାହ୍ନ ୪ଟା୩୦ରେ ହେବାର କାର୍ଯ୍ୟକ୍ରମ ରହିଛି ।

Post Views: 77
Share202Tweet127Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In