• About Us
  • Contact Us
Tuesday, May 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେରଳମରେ ଆଜିଠାରୁ କଂଗ୍ରେସ ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ

by Voice of Victims
May 18, 2026
in ଦେଶ ବିଦେଶ, ମୁଖ୍ୟ ଖବର
କେରଳମରେ ଆଜିଠାରୁ କଂଗ୍ରେସ ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ

ତିରୁଅନନ୍ତପୁରମ : କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ଭି.ଡି. ସତୀଶନ । ଭିଡି ସତୀଶନଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ୧୦ ବର୍ଷ ପରେ କେରଳରେ ଫେରିଲା ୟୁଡିଏଫ୍ । ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ନେତା ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ ସମତେ କଂଗ୍ରେସ ଅନେକ ବରିଷ୍ଠ ନେତା ସାମିଲ ରହିଛନ୍ତି ।

ଦୀର୍ଘ ଏକ ଦଶନ୍ଧି ଧରି ଚାଲିଥିବା ବାମପନ୍ଥୀ ଶାସନର ଅନ୍ତ ଘଟାଇ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ୍ ଡେମୋକ୍ରାଟିକ୍ ଫ୍ରଣ୍ଟ ହାତରେ କେରଳର କାର୍ଯ୍ୟଭାର । ତାଙ୍କ ସହ ଶପଥ ଗ୍ରହଣ କରୁଛନ୍ତି ୨୦ ମନ୍ତ୍ରୀ । ତିରୁଅନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ମେଗା ଶପଥ ଗ୍ରହଣ ଉତ୍ସବ । ଏହି ଶପଥ ଗ୍ରହଣ ଉତ୍ସବରେ ତେଲଙ୍ଗାନା, କର୍ଣ୍ଣାଟକ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । କିନ୍ତୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇନାହାନ୍ତି ।

Post Views: 16
Share197Tweet123Send
Voice of Victims

Voice of Victims

Recent Posts

  • କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ଆର୍ଟ୍ ଅଫ୍ ଗିଭିଂ
  • ରାଜ୍ୟ ନେତାଙ୍କୁ ନୀତିନ ନବୀନଙ୍କ ଗୁରୁମନ୍ତ୍ର, କହିଲେ- ଯେତେ ପାରୁଛନ୍ତି, ସେତେ କାମ କର.. ଅଳ୍ପରେ ସନ୍ତୁଷ୍ଟ ହୁଅନ୍ତୁନାହିଁ
  • କେରଳମରେ ଆଜିଠାରୁ କଂଗ୍ରେସ ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ
  • ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ
  • ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In