• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମେଲୋଡି ମୁହୂର୍ତ୍ତର ଭିଡିଓ ଭାଇରଲ, ମେଲୋନିଙ୍କୁ ଉପହାରରେ ମେଲୋଡି ଚକୋଲେଟ୍ ଦେଲେ ମୋଦି

by Voice of Victims
May 20, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ମେଲୋଡି ମୁହୂର୍ତ୍ତର ଭିଡିଓ ଭାଇରଲ, ମେଲୋନିଙ୍କୁ ଉପହାରରେ ମେଲୋଡି ଚକୋଲେଟ୍ ଦେଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଇଟାଲୀ ଗସ୍ତରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଭାରତରୁ ମେଲୋନିଙ୍କ ପାଇଁ ଏକ ସ୍ୱତନ୍ତ୍ର ଉପହାର ନେଇ ପ୍ରଦାନ କରିଛନ୍ତି । ଏହି ମୁହୂର୍ତ୍ତର ଏକ ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି । ଏଠାରେ ପ୍ରଧାନମନ୍ତ୍ରୀ ଜିର୍ଜିଆ ମେଲୋନିଙ୍କ ସହ ତାଙ୍କ ସେଲଫି ଫଟୋ ଖୁବ୍ ଭାଇରଲ ହେଉଛି ।

ଇଟାଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲୀ ପ୍ରଧାନମନ୍ତ୍ରୀ ଜିର୍ଜିଆ ମେଲୋନିଙ୍କୁ ଏକ ସ୍ୱତନ୍ତ୍ର ମେଲୋଡି ଚକୋଲେଟ ଉପହାର ଦେଇଥିଲେ । ମେଲୋନି ଖୁସି ଖୁସି ଏହାକୁ ଗ୍ରହଣ କରିଥିଲେ । ମେଲୋନି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ଉପହାର ପାଇଁ ଧନ୍ୟବାଦ ଜଣାଇଥିଲେ ଏବଂ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଉପହାର ପାଇଁ ଧନ୍ୟବାଦ ।

ମୋଦି ମେଲୋନିଙ୍କ ମେଲୋଡି ଚକୋଲେଟ ଦେବା ପରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ଚାଲିଛି । ସମସ୍ତେ ଏହି ଭିଡିଓକୁ ପସନ୍ଦ କରୁଛନ୍ତି । ଏହାପୂର୍ବରୁ ରୋମରେ ଦୁହେଁ ଡିନର କରିବା ପରେ ଏକାଠି କାରରେ ବୁଲିଥିଲେ । ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ମେଲୋନି ମଧ୍ୟ ମୋଦିଙ୍କୁ ସ୍ବାଗତ କରି ନିଜ ସୋସିଆଲ ମିଡିଆରେ ଫଟୋ ସେୟାର କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପାଞ୍ଚ-ରାଷ୍ଟ୍ରୀୟ ଗସ୍ତର ଶେଷ ପର୍ଯ୍ୟାୟ ପାଇଁ ଇଟାଲୀରେ ପହଞ୍ଚିଛନ୍ତି । ଯେଉଁଠାରେ ବାଣିଜ୍ୟ, ପ୍ରତିରକ୍ଷା ଏବଂ ରଣନୈତିକ ସହଯୋଗ ଭଳି ପ୍ରସଙ୍ଗ ଉପରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ଆଶା କରାଯାଉଛି ।

Post Views: 47
Share199Tweet125Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In