• About Us
  • Contact Us
Saturday, May 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରଥମ ଥର ଭାରତ ଆସିଲେ ରୁବିଓ! ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଆଲୋଚନା

by Voice of Victims
May 23, 2026
in ଦେଶ ବିଦେଶ, ମୁଖ୍ୟ ଖବର
ପ୍ରଥମ ଥର ଭାରତ ଆସିଲେ ରୁବିଓ! ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ: କୋଲକାତାରେ ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ । ପ୍ରଥମ ଥର ଭାରତ ଆସିଲେ ରୁବିଓ! କୋଲକାତାରେ ହେଲା ଭବ୍ୟ ସ୍ୱାଗତ । ଭାରତ ମାଟିରେ ତାଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ଏହାକୁ ଦୁଇ ଦେଶର ସମ୍ପର୍କ କ୍ଷେତ୍ରରେ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଆଜି ସେ ନୂଆଦିଲ୍ଲୀ ଗସ୍ତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ ଆଲୋଚନା କରିବେ । ଆଗାମୀ କିଛି ଦିନର ଏହି ହାଇ-ପ୍ରୋଫାଇଲ୍ ଗସ୍ତ ମଧ୍ୟରେ ଭାରତ ଓ ଆମେରିକା ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା ହେବ। ଦୁଇ ଦେଶ ମଧ୍ୟରେ ଆର୍ଥିକ ସମ୍ପର୍କକୁ ଆହୁରି ମଜବୁତ କରିବା ।

ନୂଆ ଓ ଆଧୁନିକ ଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ସହଯୋଗ ନେଇ ଉଭୟ ଦେଶ ଆଲୋଚନା କରିବେ । ସେହିପରି ସାମରିକ ସହଭାଗିତା ଏବଂ ପ୍ରତିରକ୍ଷା ଚୁକ୍ତିକୁ ଆଗକୁ ବଢ଼ାଇବା ସହ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ସୁରକ୍ଷା ଏବଂ ସ୍ଥିରତା ପାଇଁ ‘କ୍ୱାଡ୍’ ସଂଗଠନର ରଣନୀତି ହେବ । ଏହି ଗସ୍ତ ଭାରତ ଓ ଆମେରିକାର ରଣନୀତିକ ସମ୍ପର୍କ ନୂଆ ଶିଖରରେ ପହଞ୍ଚିବ ବୋଲି ଆଶା କରାଯାଉଛି ।

Post Views: 99
Share201Tweet126Send
Voice of Victims

Voice of Victims

Recent Posts

  • ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ; ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ କଲେ ଆଲୋଚନା
  • ବିଧାୟକ ରାଜା ସ୍ଵାଇଁଙ୍କ ଉପରେ ଆକ୍ରମଣ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
  • ଶିକ୍ଷକ ମାନସଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ
  • ପ୍ରଥମ ଥର ଭାରତ ଆସିଲେ ରୁବିଓ! ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଆଲୋଚନା
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In