• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଧାୟକ ରାଜା ସ୍ଵାଇଁଙ୍କ ଉପରେ ଆକ୍ରମଣ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

by Voice of Victims
May 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବରଗଡ଼ ନାବାଳିକାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଶୋକ ପ୍ରକାଶ, କହିଲେ ଝିଅମାନେ ନିଜକୁ ଜାଳି ଜୀବନ ହାରିବା ଅତ୍ୟନ୍ତ ଦୁଃଖଦାୟକ

ଆଠଗଡ଼ ବିଧାୟକ ରାଜା ସ୍ଵାଇଁଙ୍କ ଉପରକୁ ହୋଇଥିବା ଆକ୍ରମଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ନବୀନ ପଟ୍ଟନାୟକ ଏହି ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି । ଏହା ଆମର ଗଣତନ୍ତ୍ର ଉପରେ ଏକ ସିଧାସଳଖ ଆକ୍ରମଣ ବୋଲି ପଟ୍ଟନାୟକ କହିଛନ୍ତି । ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି ।

କହିରଖୁଛୁ ଯେ, କଟକ ଜିଲ୍ଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ଯାଉଥିବାବେଳେ ତାଙ୍କୁ ବିରୋଧ କରିବା ସହ ତାଙ୍କ ଗାଡ଼ିକୁ ଅଣ୍ଡା ଓ ପାଣି ବୋତଲ ମାଡ଼ କରାଯାଇଥିଲା । ଏପରିକି ଠେଙ୍ଗା ଧରି ବିରୋଧ କରାଯାଇଥିଲା । ଏନେଇ ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଥିଲା ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In