• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ; ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ କଲେ ଆଲୋଚନା

by Voice of Victims
May 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ; ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ କଲେ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିବା ସହିତ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ଵୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି ସୁଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ଆଇନ୍ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଚ୍ଚ ସ୍ତରୀୟ ବୈଠକରେ ପୋଲିସ ପ୍ରଶାସନକୁ କେତେକ ବାସ୍ତବବାଦୀ ପରାମର୍ଶ ଦେଇଥିଲେ । ଆଜି ମୁଖ୍ୟମନ୍ତ୍ରୀ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଓ ପୋଲିସ ମହାନିର୍ଦ୍ଦେଶକ ୱାଈ. ବି. ଖୁରାନିଆଙ୍କ ସହିତ ସେହି ନିର୍ଦ୍ଦେଶ ଗୁଡ଼ିକର ଅନୁପାଳନ ସମ୍ପର୍କରେ ଆଲୋଚନା ମଧ୍ୟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିକାଶ ପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ହେବା ଆବଶ୍ୟକ । ତେଣୁ ପୋଲିସ ପ୍ରଶାସନ ଦକ୍ଷତା ଓ ସତର୍କତାର ସହିତ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In