• About Us
  • Contact Us
Tuesday, May 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ

by Voice of Victims
May 26, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ

ଓଡ଼ିଶା ଭଳି କୋଲକତାରେ ମିଳିବ ୫ ଟଙ୍କିଆ ମିଲ୍ । ହେଲେ ଭାତ ଡାଲମା ନୁହେଁ ବରଂ ଭାତ-ମାଛ ମିଳିବ । ଏନେଇ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ରାଜ୍ୟର ଥିବା ୪୦୦ଟି ସ୍ୱତନ୍ତ୍ର କ୍ୟାଣ୍ଟିନରେ ୫ ଟଙ୍କାରେ ମାଛ-ଭାତ ଯୋଗାଇ ଦିଆଯିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଘୋଷଣା କରିଛନ୍ତି ।

କଲ୍ୟାଣୀରେ ଆୟୋଜିତ ଏକ ପ୍ରଶାସନିକ ବୈଠକରେ ଲୋକଙ୍କୁ ସମ୍ବୋଧନ କରି ଅଧିକାରୀ କହିଛନ୍ତି ଯେ, ସବସିଡିଯୁକ୍ତ ଖାଦ୍ୟ ପୁରା ପଶ୍ଚିମବଙ୍ଗରେ ସ୍ଥାପିତ ସ୍ୱତନ୍ତ୍ର ଭାବରେ ନିର୍ଦ୍ଦିଷ୍ଟ କ୍ୟାଣ୍ଟିନ ମାଧ୍ୟମରେ ଯୋଗାଇ ଦିଆଯିବ । ପଶ୍ଚିମବଙ୍ଗରେ ମମତା ସରକାର ସମୟରେ କ୍ୟାଣ୍ଟିନ ହୋଇଥିଲା । ଏଠାରେ ୫ ଟଙ୍କା ଅଣ୍ଡା-ଭାତ ମିଳୁଥିଲା । କିନ୍ତୁ ଏବେ ଶ୍ରମିକ ଠାରୁ ଆରମ୍ଭ କରି ଅଟୋ ରିକ୍ସା ଚଲାଉଥିବା ଲୋକ ମଧ୍ୟ ୫ ଟଙ୍କାରେ ଭାତ-ମାଛ ଖାଇପାରିବ ।

ଶୁଭେନ୍ଦୁଙ୍କ ଏହି ଘୋଷଣା ଟିଏମସିର ଅଭିଯୋଗର ଉତ୍ତର ଦେବାକୁ କରାଯାଇଥିବା କୁହାଯାଉଛି । କାରଣ ନିର୍ବାଚନ ସମୟରେ ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀଙ୍କ ସମେତ ଦଳୀୟ ନେତାମାନେ ପ୍ରଚାର କରିଥିଲେ ଯେ, ବିଜେପି ଆସିଲେ ମାଛ, ମାଂସ ଏବଂ ଅଣ୍ଡା ଉପରେ ସମ୍ପୂର୍ଣ୍ଣ ନିଷେଧ କରିବ । ଫଳରେ ବଙ୍ଗାଳୀମାନେ ତାଙ୍କର ପ୍ରିୟ ଖାଦ୍ୟ ଖାଇବାରୁ ବଞ୍ଚିତ ହେବେ ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ବିଜେପିରେ ଯୋଗଦେଲେ ଦେବାଶିଷ ସାମନ୍ତରାୟ
  • ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ
  • ତୁରନ୍ତ ପଳାଅ…ଜେଲରେ ରଖି ପଇସା କାଇଁ ଖର୍ଚ୍ଚ କରିବୁ, ବାଂଲାଦେଶୀଙ୍କୁ ଶୁଭେନ୍ଦୁଙ୍କ ଚେତାବନୀ
  • ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପାଇଁ ମିଳିଲା କି ଗ୍ରୀନ୍ ସିଗନାଲ ? କାଲି ପିଏମ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
  • ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ପରୀକ୍ଷା ଫଳ : ବୁବୁନ ସାହୁ ଟପ୍ପର, ଦ୍ବିତୀୟରେ ଶୋଭନା ମହାନ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In